orissaleads

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

Blog Post

orissaleads > ଜୀବନଚର୍ଯ୍ୟା > ଇଅରଫୋନ୍ ଏବଂ ହେଡଫୋନ୍ ବ୍ୟବହାର ଉପରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡ଼ ଲାଇନ ଜାରୀ

ଇଅରଫୋନ୍ ଏବଂ ହେଡଫୋନ୍ ବ୍ୟବହାର ଉପରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡ଼ ଲାଇନ ଜାରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କାନ ଉପରେ ଇଅର ଫୋନ ଓ ହେଡ ଫୋନର ବ୍ୟବହାର ଉପରେ ଗଭୀର କୁ ପ୍ରଭାବ ପକାଉଛି । ଫଳରେ ବହୁ ବ୍ୟବହାର କାରୀ ବଧିର ରୋଗରେ ପୀଡିତ ହେଉଛନ୍ତି । ଦୀର୍ଘ ସମୟ ଯୁବପିଢି କିପରି ଇଅରଫୋନ୍ ଓ ହେଡଫୋନ ବ୍ୟବହାରରୁ ବର୍ତ୍ତିବେ ସେଥିପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶନାମା ଜାରି କରିଛି। ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ପ୍ରଫେସର ଡକ୍ଟର ଅତୁଲ ଗୋଏଲ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୋବାଇଲ ଓ ଲାପଟପ୍ ଆଖି ଉପରେ କୁପ୍ରଭାବ ପକାଉ ଥିବାବେଳେ ହେଡଫୋନ୍ ଓ ଇଅରଫୋନ୍ କାନ ଉପରେ ମାରାତ୍ମକ ପ୍ରଭାବ ପକାଉଛି । ଏହି ଦୁଇଟି ଜିନିଷର ମାତ୍ରାଧିକ ବ୍ୟବହାର ଯୋଗୁ ଯୁବପିଢି ଏବେ ବିଭିନ୍ନ କାନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଯୁବପିଢି କିପରି ଦୀର୍ଘ ସମୟ ହେଡଫୋନ୍ ଏବଂ ଇଅରଫୋନ୍ ବ୍ୟବହାରରୁ ବର୍ତ୍ତିବେ ସେଥିପାଇଁ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ପ୍ରଫେସର ଡକ୍ଟର ଅତୁଲ ଗୋଏଲ ଏକ ଚିଠି ଯୋଗେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି ।

Leave a comment

Your email address will not be published. Required fields are marked *