orissaleads

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

Blog Post

orissaleads > ରାଜ୍ୟ > ନୂଆପଡ଼ା ଓ ବିହାର ନିର୍ବାଚନରେ ଇତିହାସ ସୃଷ୍ଟି ହୋଇଛି: ମୋହନ ଚରଣ ମାଝୀ

ନୂଆପଡ଼ା ଓ ବିହାର ନିର୍ବାଚନରେ ଇତିହାସ ସୃଷ୍ଟି ହୋଇଛି: ମୋହନ ଚରଣ ମାଝୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଜି ଏକ ଐତିହାସିକ ଦିନ, ଏକ ଐତିହାସିକ ମୁହୂର୍ତ୍ତ। ବିହାର ବିଧାନସଭା ନିର୍ବାଚନ ଏବଂ ନୂଆପଡ଼ା ଉପନିର୍ବାଚନରେ ଇତିହାସ ସୃଷ୍ଟି ହୋଇଛି। ନୂଆପଡ଼ା ଉପନିର୍ବାଚନରେ ଅଂଶଗ୍ରହଣ କରି ଯେଉଁମାନେ ଭାରତୀୟ ଜନତା ପାର୍ଟିକୁ ବିପୁଳ ସମର୍ଥନ ଜଣାଇଛନ୍ତି, ସେମାନଙ୍କୁ ଧନ୍ୟବାଦ ଜଣାଉଛି। ଏହି ନିଷ୍ପତ୍ତି ଆଗାମୀ ଦିନରେ ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତ ଗଠନ ପାଇଁ ସହଯୋଗ କରିବ।

ଆଜିର ଫଳାଫଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ନେତୃତ୍ବର ଫଳ। ଲୋକଙ୍କର ସରକାରରେ ବିଗତ ୧୬ ମାସ ଧରି ଜନସାଧାରଣ ଉପକୃତ ହୋଇଛନ୍ତି। ଲୋକଙ୍କର ପାଇଁ ସରକାର ଜନକଲ୍ୟାଣ ଯୋଜନା ଓ ସ୍ବଚ୍ଛ ଶାସନ ବ୍ୟବସ୍ଥା କରିଛନ୍ତି। ଓଡ଼ିଶାର ବିକାଶକୁ ତ୍ବରାନ୍ବିତ କରିବା ପାଇଁ ଡବଲ ଇଞ୍ଜିନ ସରକାରକୁ ଜନତା ବିପୁଳ ସମର୍ଥନ ଦେଇଛନ୍ତି ।

ନୂଆପଡ଼ାର ବିକାଶ ହେବ
ମୁଖ୍ୟମନ୍ତରୁ କହିଛନ୍ତି ମୁଁ ଗତବର୍ଷ ନୂଆପଡ଼ା ଯାଇଥିଲି। ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲି। ଚଳିତ ବର୍ଷ ନିର୍ବାଚନ ପ୍ରଚାର ସମୟରେ ମୁଁ ଯାଇଥିଲି। ଗତ ୬ ତାରିଖରେ ଯେତେବେଳେ ମୁଁ କୋମନା ବ୍ଲକରେ ରୋଡ୍‌ ସୋ କରିଥିଲି, ହଜାର ହଜାର ଲୋକ ଉତ୍ସାହର ସହିତ ଉପସ୍ଥିତ ଥିଲେ। ନୂଆପଡ଼ାର ବିକାଶ ହେବ। ଆମ ଦଳ ରାଜନୈତିକ ଉଦ୍ୟେଶ ନେଇ ନୁହେଁ, ସେବା ମନୋଭାବ ନେଇ ଆଗକୁ ବଢୁଛି। ଏହି କାରଣରୁ ନୂଆପଡ଼ାବାସୀ ସମର୍ଥନ ଦେଇଛନ୍ତି। ବିହାରରେ ବିଜେପିର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ବିଜୟ ଉତ୍ସବରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଅନ୍ୟ ଦଳୀୟ ପଦାଧିକାରୀ, କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

Leave a comment

Your email address will not be published. Required fields are marked *