orissaleads

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

Blog Post

orissaleads > ଜିଲ୍ଲା > ଯାଜପୁର > ଯାଜପୁର ଜିଲ୍ଲାରେ ସୀମା ଟପିଲାଣି କାଠ କଟା, ଜଙ୍ଗଲ ବିଭାଗ ନିରବ

ଯାଜପୁର ଜିଲ୍ଲାରେ ସୀମା ଟପିଲାଣି କାଠ କଟା, ଜଙ୍ଗଲ ବିଭାଗ ନିରବ

ଓଡ଼ିଶା ଲିଡ୍ସ(ଯାଜପୁର): ବାଲି ମାଫିଆଙ୍କ ଦ୍ଵାରା ଯାଜପୁର ଜିଲ୍ଲାରେ ବାଲି ଲୁଟ ସୀମା ଟପିଥିଲା ବେଳେ ବାଲି ଲୁଟକୁ ଚ୍ୟାଲେଞ୍ଜ କରୁଛନ୍ତି କାଠ ମାଫିଆ । ଜିଲ୍ଲାର ବିଭିନ୍ନ ସ୍ଥାନରୁ ଶହ ଶହ ଟ୍ରିପ କାଠ କାଟି ତାକୁ ଟ୍ରାକ୍ଟର ସହାୟତାରେ ବୋହି ନେଉଛନ୍ତି । ଦିନରେ ଅଳ୍ପ ପରିମାଣର କାଠ ଟ୍ରାକ୍ଟରରେ ବୁହା ଯାଉଥିଲା ବେଳେ ସଞ୍ଜ ନଇଁଲେ ଗାଡିର ଧାଡି ଲମ୍ବୁଛି ରାସ୍ତାରେ । ବିଶେଷ କରି ବଡ଼ ବଡ଼ ଚାକୁଣ୍ଡା ଗଛ ଉପରେ କାଠ ମାଫିଆ ନଜର ପକାଇ ତାକୁ କାଟି କୋଲକାତା ଚାଲାଣ କରୁଛନ୍ତି । ଜିଲ୍ଲାରୁ ଏତେ ପରିମାଣର କାଠ କଟାଯାଇ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ବେଳେ ବନ ବିଭାଗ ନଜରକୁ ଏହା କିଭଳି ଆସୁନାହିଁ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏହି ଗଛ କଟା ପରିବେଶ ଉପରେ ବ୍ୟାପକ ପ୍ରଭାବ ପକାଉଥିଲା ବେଳେ ଏ ନେଇ ପରିବେଶବିତ ମଧ୍ୟ ନିରବ । ଜଙ୍ଗଲ ବିଭାଗ ସହିତ ପରିବେଶବିତ ନିରବ ରହିବା କାଠ ମାଫିଆଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି ।

Leave a comment

Your email address will not be published. Required fields are marked *