orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଅକ୍ଟୋବରରେ ବାତ୍ୟା ଭୟ: ଲଘୁଚାପ ଅବପାତର ରୂପ ନେଲା ପରେ ୨୭ରେ ନେଇପାରେ ବାତ୍ୟାର ରୂପ

ଅକ୍ଟୋବରରେ ବାତ୍ୟା ଭୟ: ଲଘୁଚାପ ଅବପାତର ରୂପ ନେଲା ପରେ ୨୭ରେ ନେଇପାରେ ବାତ୍ୟାର ରୂପ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୁଣି ରାଜ୍ୟବାସୀଙ୍କୁ ଅକ୍ଟୋବର ମାସରେ ବାତ୍ୟା ଭୟ ଘାରିଛି । ପାଣିପାଗ କେନ୍ଦ୍ର ଆସନ୍ତା ୨୭ ତାରିଖରେ ବାତ୍ୟା ଆଶଙ୍କା ଥିବା କହିବା ପରେ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଆଗାମୀ ୨୫ ତାରିଖରେ ଅବପାତର ରୂପ ନେବ ଲଘୁଚାପ। ୨୬ ତାରିଖ ବେଳକୁ ଗଭୀର ଅବପାତର ରୂପ ନେଲାପରେ ୨୭ ସକାଳେ ବାତ୍ୟାର ରୂପ ନେଇପାରେ ଲଘୁଚାପ ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି। ଏହା ବଙ୍ଗୋପସାଗରରେ ବଳ ଗୋଟାଉଛି। ପାଣିପାଗ ବିଭାଗ କହିଛି ବାତ୍ୟା ପାଇଁ ପାଗ ଅନୁକୂଳ ରହିଛି । ଅନ୍ୟ ପକ୍ଷରେ ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି। କିନ୍ତୁ ପବନର ଆଶଙ୍କା କମ୍ ଥିବା କୁହାଯାଉଛି। ତେବେ ବାତ୍ୟାର ତୀବ୍ରତା କେତେ ରହିବ ଓ ଏହା କେଉଁଠି ମାଡ଼ ହେବ, ସେନେଇ ଏବେ ଯାଏ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

ଉପକୂଳ ସହ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ତେବେ ଲଘୁଚାପ ସୃଷ୍ଟି ପରେ ହିଁ ଏହାର ତୀବ୍ରତା ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ କହିଛି । ବାତ୍ୟା ଆଶଙ୍କାକୁ ନେଇ ସରକାର ମଧ୍ୟ ସତର୍କ ହୋଇଛନ୍ତି ।

Leave a comment

Your email address will not be published. Required fields are marked *