Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ଅଡୁଆରେ ବିଜେପି ମନ୍ତ୍ରୀ, କର୍ଣ୍ଣେଲ ସୋଫିଆଙ୍କ ବିରୁଦ୍ଧରେ ମନ୍ତବ୍ୟ ପରେ ହାଇକୋର୍ଟଙ୍କ କଡା ଆଭିମୁଖ୍ୟ

ଅଡୁଆରେ ବିଜେପି ମନ୍ତ୍ରୀ, କର୍ଣ୍ଣେଲ ସୋଫିଆଙ୍କ ବିରୁଦ୍ଧରେ ମନ୍ତବ୍ୟ ପରେ ହାଇକୋର୍ଟଙ୍କ କଡା ଆଭିମୁଖ୍ୟ

ଓଡ଼ିଶା ବ୍ୟୁରୋ(ବ୍ୟୁରୋ): କର୍ଣ୍ଣେଲ ସୋଫିଆ କୁରେଶୀଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇ ମଧ୍ୟପ୍ରଦେଶର ବିଜେପି ମନ୍ତ୍ରୀ ତୀବ୍ର ସମାଲୋଚନାର ଶିକାର ହୋଇଛନ୍ତି। ଅନ୍ୟ ପକ୍ଷରେ ଏହି ଘଟଣା ପରେ ମଧ୍ୟପ୍ରଦେଶ ହାଇକୋର୍ଟ କଡା ଆଭିମୁଖ୍ୟ ଗ୍ରହଣ କରି ସ୍ୱତଃ ତଦନ୍ତ କରି ତାଙ୍କ ବିରୋଧରେ ଏଫଆଇଆର ଦାଖଲ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମଧ୍ୟପ୍ରଦେଶର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଜୟ ଶାହ କର୍ଣ୍ଣେଲ ସୋଫିଆ କୁରେଶୀଙ୍କ ବିରୁଦ୍ଧରେ ମନ୍ତବ୍ୟ ଦେଇଥିଲେ । ଏହି ମନ୍ତବ୍ୟ ପରେ ସେ ତୀବ୍ର ସମାଲୋଚନାର ସମ୍ମୁଖୀନ ହୋଇଛନ୍ତି ।

ହାଇକୋର୍ଟଙ୍କର ବିଚାରପତି ଅତୁଲ ଶ୍ରୀଧରଙ୍କ ଡିଭିଜନ ବେଞ୍ଚ ଚାରି ଘଣ୍ଟା ମଧ୍ୟରେ ମନ୍ତ୍ରୀଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଗୁରୁବାର ସକାଳେ ହେବ। ଯେକୌଣସି ପରିସ୍ଥିତିରେ ଏଫଆଇଆର ପଞ୍ଜିକୃତ ହେବା ଉଚିତ। ଏହି ସମ୍ପର୍କରେ କୋର୍ଟ ଆଡଭୋକେଟ୍ ଜେନେରାଲ ପ୍ରଶାନ୍ତ ସିଂହଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଅପରପକ୍ଷେ କର୍ଣ୍ଣେଲ ସୋଫିଆ କୁରେଶୀଙ୍କ ବିଷୟରେ ଦେଇଥିବା ବିବାଦୀୟ ମନ୍ତବ୍ୟ ପାଇଁ ମନ୍ତ୍ରୀ ବିଜୟ ଶାହ କ୍ଷମା ମାଗିଛନ୍ତି। କ୍ଷମା ମାଗିଲେ ମଧ୍ୟ ତାଙ୍କ ବିରୁଦ୍ଧରେ ପ୍ରତିବାଦ ଥମୁ ନାହିଁ । ଏହି ପ୍ରସଙ୍ଗରେ କଂଗ୍ରେସ ମଧ୍ୟ ତୀବ୍ର ପ୍ରତିବାଦ କରିଛି । କଂଗ୍ରେସ ବିଜୟ ଶାହଙ୍କ ବିରୋଧରେ ଦେଶଦ୍ରୋହର ମାମଲା ରୁଜୁ କରିବାକୁ ଦାବି କରିଛି ।

Leave a comment

Your email address will not be published. Required fields are marked *