orissaleads

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

Blog Post

orissaleads > କ୍ରୀଡା > ଅବସର ଚର୍ଚ୍ଚା ଭିତରେ ବିଶ୍ବର ନମ୍ବର-୧ ବ୍ୟାଟର ହେଲେ ରୋହିତ ଶର୍ମା

ଅବସର ଚର୍ଚ୍ଚା ଭିତରେ ବିଶ୍ବର ନମ୍ବର-୧ ବ୍ୟାଟର ହେଲେ ରୋହିତ ଶର୍ମା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଅବସର ଚର୍ଚ୍ଚା ଭିତରେ ଅଷ୍ଟ୍ରେଲିଆ ଗସ୍ତ କରିଥିଲେ ପୂର୍ବତନ ଅଧିନାୟକ ରୋହିତ ଶର୍ମା । ଅଧିନାୟକ ଭାବେ ବେଶ ସଫଳ ଥିବା ରୋହିତଙ୍କୁ ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଅଧିନାୟକ ପଦରୁ ହଟାଇ ଦେଇଥିଲା ବିସିସିଆଇ । ଟେଷ୍ଟ ସିରିଜରେ ସଫଳ ହୋଇଥିବା ଶୁଭମନ ଗିଲଙ୍କୁ ଅଧିନାୟକ ଭାର ଅର୍ପଣ କରିଥିଲା । ଅଷ୍ଟ୍ରେଲିଆରେ ଗିଲ ଉଭୟ ବ୍ୟାଟିଂ ଓ ଅଧିନାୟକତ୍ୱରେ ବିଫଳ ହୋଇଥିଲେ । ହେଲେ ରୋହିତ କିନ୍ତୁ ତିନିଟି ମ୍ୟାଚରେ ଗୋଟିଏ ଅର୍ଦ୍ଧ ଶତକ ଓ ଗୋଟିଏ ଶତକ କରି ମ୍ୟାନ ଅଫ ଦି ସିରିଜ ହୋଇଥିଲେ । ଏହା ତାଙ୍କ ସମାଲୋଚକଙ୍କୁ ଚୁପ କରିଥିଲା ବେଳେ ସବୁ ଚର୍ଚ୍ଚାର ଅବସାନ ଘଟାଇଛି । ଟିମ୍ ଇଣ୍ଡିଆର ଏହି ଅଭିଜ୍ଞ ଖେଳାଳି ରୋହିତ ଶର୍ମା ଆଉ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୩୮ ବର୍ଷ ବୟସରେ ଯେତେବେଳେ ତାଙ୍କ ଅବସର ଚର୍ଚ୍ଚା ଜୋର ଧରିଛି ଠିକ ସେତିକି ବେଳେ ରୋହିତ ପ୍ରଥମ ଥର ପାଇଁ ଆଇସିସି ଏକଦିବସିୟ ରାଙ୍କିଙ୍ଗରେ ବିଶ୍ୱର ନମ୍ବର ୧ ବ୍ୟାଟସମ୍ୟାନ୍ ହୋଇଛନ୍ତି। ଏହି ସ୍ଥାନରେ ପହଞ୍ଚିବାରେ ସେ ବିଶ୍ୱର ସବୁଠାରୁ ବୟସ୍କ ଖେଳାଳି ମଧ୍ୟ ହୋଇଛନ୍ତି। ଏହି ଐତିହାସିକ ସଫଳତା ହାସଲ କରିବା ପାଇଁ ତାଙ୍କ ଠାରୁ ଭାରତୀୟ ଅଧିନାୟକ ପଦ ଗ୍ରହଣ କରିଥିବା ଯୁବ ତାରକା ଶୁଭମନ ଗିଲଙ୍କୁ ପଛରେ ପକାଇ ଦେଇଛନ୍ତି । ଅଷ୍ଟ୍ରେଲିଆରେ ଚମତ୍କାର ବ୍ୟାଟିଂ ପାଇଁ ରୋହିତ ବିଶ୍ୱ କ୍ରିକେଟରେ ନମ୍ବର ୧ ରାଙ୍କିଙ୍ଗ ମୁକୁଟ ହାସଲ କରିଛନ୍ତି ।

କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଲେ ରୋହିତ

ରୋହିତ ଶର୍ମା କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇ ଏହି ବିଶ୍ୱ ରେକର୍ଡ ହାସଲ କରିଛନ୍ତି। ରୋହିତ ଶର୍ମା ୩୮ ବର୍ଷ ୧୮୨ ଦିନ ବୟସରେ ନମ୍ବର-୧ ସ୍ଥାନ ହାସଲ କରିଥିବା ବେଳେ ସଚିନ ୨୦୧୧ ମସିହାରେ ୩୮ ବର୍ଷ ୭୩ ଦିନରେ ଟେଷ୍ଟ କ୍ରିକେଟରେ ଏହି ସଫଳତା ହାସଲ କରିଥିଲେ। ଆଇସିସି ରାଙ୍କିଙ୍ଗରେ ନମ୍ବର-୧ ସ୍ଥାନ ପାଇବାରେ ତୃତୀୟ ସବୁଠାରୁ ବୟସ୍କ ଖେଳାଳି ହେଉଛନ୍ତି ଭିଭ ରିଚାର୍ଡସ । ୱେଷ୍ଟଇଣ୍ଡିଜର ଏହି ମହାନ ବ୍ୟାଟ୍ସମ୍ୟାନ ୩୭ବର୍ଷ ୨୩୦ ଦିନ ବୟସରେ ଏହି ସଫଳତା ହାସଲ କରିଥିଲେ।

Leave a comment

Your email address will not be published. Required fields are marked *