orissaleads

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

Blog Post

orissaleads > ଜିଲ୍ଲା > ଯାଜପୁର > ଅମରଙ୍କ ତେରଛା ବାଣ, ଲୋକ ମୁହଁ ମୋଡିଦେଲା ପରେ ଖୋଜୁଛନ୍ତି ବିଜୁ ଲିଗାସୀ

ଅମରଙ୍କ ତେରଛା ବାଣ, ଲୋକ ମୁହଁ ମୋଡିଦେଲା ପରେ ଖୋଜୁଛନ୍ତି ବିଜୁ ଲିଗାସୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ: ଗତ ନିର୍ବାଚନରେ ବରିଷ୍ଠ ତଥା ଅନୁଭବୀ ନେତା ଅମର ପ୍ରସାଦ ଶତପଥୀଙ୍କୁ ବିଜେଡି ଅଣଦେଖା କରିଥିଲା । ସେବେଠାରୁ ଦଳ ଛାଡି ନଥିଲେ ବି ଦଳଠାରୁ ଦୂରତା ରକ୍ଷା କରୁଛନ୍ତି ଅମର । ଗତ ବିଜୁ ପଟ୍ଟନାୟକ ଜୟନ୍ତୀରେ ତେରଛା ବାଣ ମାରିଛନ୍ତି ଅମର । ସେ କହିଛନ୍ତି ବିଜେଡ଼ି ଗଠନ ହୋଇଥିଲା ବିଜୁ ବାବୁଙ୍କ ନାଁରେ। ଦଳ ଗଠନର ଉଦ୍ଦେଶ୍ୟ ଥିଲା ବିଜୁ ବାବୁଙ୍କ ସ୍ଵପ୍ନ ସାକାର କରିବା ସହିତ ତାଙ୍କ ବିଚାର ଓ ଆଦର୍ଶକୁ କାର୍ଯ୍ୟକାରୀ କରିବା। କିନ୍ତୁ ବିଡ଼ମ୍ବନାର ବିଷୟ ବିଗତ ଦିନରେ ସେଥିରେ ଅନେକ ତ୍ରୁଟି ବିଚ୍ୟୁତି ହେଲା। ଯେଉଁଥିପାଇଁ ଓଡିଶା ଲୋକେ ଦଳ ଠାରୁ ମୁହଁ ମୋଡି ଦେଲେ । ଏବେ ସେକଥା ଖୋଜିଲେ ତାର କୌଣସି ପ୍ରାସଙ୍ଗିକତା ନାହିଁ।

ବିଜୁ ଲିଗାସୀ ଓ ପଞ୍ଚାୟତିରାଜ ଦିବସ ପାଳନକୁ ନେଇ ବିଜେଡିକୁ ଏଭଳି ତେରଛା ବାଣ ମାରିଛନ୍ତି ଏକଦା ବିଜୁ ବାବୁଙ୍କର ଘନିଷ୍ଠ ଥିବା ଅମର । ବରିଷ୍ଠ ଅମର କହିଛନ୍ତି, ବିଜୁ ଲିଗାସୀକୁ କେହି ଚାହିଁଲେ ବି କାଟି ପାରିବେନି। ପଞ୍ଚାୟତିରାଜ ଦିବସ ପାଳନ ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ଏବେ ଜାତୀୟ ସ୍ରୋତରେ ସାମିଲ ହୋଇଛି ରାଜ୍ୟର ବିଜେପି ସରକାର। ଏଥିରେ କୌଣସି ତ୍ରୁଟି ବିଚ୍ୟୁତି ବି ନାହିଁ । ରାଜ୍ୟ ସରକାର ପଞ୍ଚାୟତ ରାଜ ଦିବସ ତାରିଖ ପରିବର୍ତ୍ତନ କରିଥିଲେ ମଧ୍ୟ ସଠିକ ଢଙ୍ଗରେ ବିଜୁ ଜୟନ୍ତୀ ପାଳନ କରିଛନ୍ତି । ବିଜୁ ବାବୁଙ୍କୁ ସମ୍ମାନ ଦେଇ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ କରିବାକୁ କହିଛନ୍ତି । ଏହା ରାଜ୍ୟ ସରକାରଙ୍କର କୌଣସି କ୍ଷୁଦ୍ର ମାନସିକତା ନୁହେଁ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ନିମନ୍ତ୍ରଣ କରିବା ଯଥାର୍ଥ ଓ ଏଥିରେ କୌଣସି ବିଲକ୍ଷଣ ନାହିଁ ବୋଲି କହିଛନ୍ତି ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ ।

Leave a comment

Your email address will not be published. Required fields are marked *