Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ଅଶ୍ଲୀଳତା ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ବ୍ୟାନ ହେଲା ୨୫ ଓଟିଟି ଆପ

ଅଶ୍ଲୀଳତା ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ବ୍ୟାନ ହେଲା ୨୫ ଓଟିଟି ଆପ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦେଶରେ ଅଶ୍ଳୀଳତା ରୋକିବାକୁ ସରକାର ବଡ଼ ପଦକ୍ଷେପ ନେଇ ବ୍ୟାନ୍‌ ହେଲା ୨୫ଟି ଅଶ୍ଲିଳ ଆପ ଉପରେ ବ୍ୟାନ ଲଗାଇଛନ୍ତି ।

ଏନେଇ ସୂଚନା ଏବଂ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ବ୍ୟାନ୍‌ ହୋଇଥିବା ସମସ୍ତ ୨୫ ଆପ ଆପତ୍ତିଜନକ ବିଜ୍ଞାପନ ଏବଂ ଅଶ୍ଳୀଳ କଣ୍ଟେଣ୍ଟ ପ୍ରସାରଣ କରୁଥିଲେ । ଯାହାକି ଭାରତୀୟ ଆଇନର ଉଲ୍ଲଙ୍ଘନ । ଏ ନେଇ ବିଭିନ୍ନ ସଂଗଠନ ଓ ବୁଦ୍ଧିଜୀବି ଏହି ସବୁ ଆପ ବିରୋଧରେ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟରେ ଅଭିଯୋଗ କରିଥିଲେ । ଅଭିଯୋଗ ପାଇବା ପରେ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇ ତଦନ୍ତ କରାଯାଇଥିଲା । ତଦନ୍ତ ବେଳେ ଏହି ସବୁ ଆପରେ ୱେବ ସିରିଜ ନାଁରେ ଖୋଲାଖୋଲି ଭାବେ ଅଶ୍ଳୀଳ କଣ୍ଟେଣ୍ଟ ପ୍ରସାରିତ ହେଉଥିବା ଜଣା ଯାଇଥିଲା ।

ଏହା ପୂର୍ବରୁ ମଧ୍ୟ ସରକାର ବଡ଼ ପଦକ୍ଷେପ ସ୍ୱରୂପ ଓଟିଟି ପ୍ଲାଟଫର୍ମ ଉପରେ କାର୍ଯ୍ୟାନୁଷ୍ଠାନ ନେଇଥିଲେ । ମାର୍ଚ୍ଚ ମାସରେ ଅଶ୍ଳୀଳ ଓ ଆପତ୍ତିଜନକ କଣ୍ଟେଣ୍ଟ ପାଇଁ ୧୯ଟି ୱେବ ସାଇଟ, ୧୦ଟି ଆପ ଓ ୫୭ଟି ସୋସିଆଲ ମିଡିଆ ହ୍ୟାଣ୍ଡେଲକୁ ବ୍ୟାନ କରିଥିଲେ ।

Leave a comment

Your email address will not be published. Required fields are marked *