orissaleads

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

Blog Post

orissaleads > ର୍ଜାତୀୟ > ଆପଣମାନଙ୍କ ପାଇଁ ଦେଶବାସୀ ଗର୍ବିତ-ରାଜନାଥ ସିଂ

ଆପଣମାନଙ୍କ ପାଇଁ ଦେଶବାସୀ ଗର୍ବିତ-ରାଜନାଥ ସିଂ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଶ୍ରୀନଗର ଏୟାରବେସ୍‌ରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ତାଙ୍କ ସହିତ ଉପରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ “ଅପରେସନ ସିନ୍ଦୂର”ରେ ସାମିଲ ଯବାନମାନଙ୍କୁ ଭେଟିବା ସହିତ ସହିଦ ଯବାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଯବାନମାନଙ୍କୁ ଭେଟିବା ସହ ସେମାନଙ୍କୁ ସମ୍ବୋଧନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ, “ଅପରେସନ ସିନ୍ଦୂର”ରେ ଆପଣ ଯାହା କଲେ ପୂରା ଦେଶବାସୀ ଆପଣ ମାନଙ୍କ ପାଇଁ ଗର୍ବିତ । ଦେଶର ଜଣେ ନାଗରିକ ହିସାବରେ ମୁଁ ମଧ୍ୟ ଆପଣଙ୍କୁ କୃତଜ୍ଞତା ଜଣାଉଛି । ପାକିସ୍ତାନ ବଙ୍କରକୁ ଆପଣ ଯେଭଳି ଧ୍ବଂସ କଲେ ତାକୁ ମୁଁ ଭୁଲି ପାରିବିନି । ମୁଁ ଆମ ଦେଶବାସୀଙ୍କ ସନ୍ଦେଶ ନେଇ ଆପଣଙ୍କ ପାଖକୁ ଆସିଛି । ସନ୍ଦେଶ ହେଉଛି, ଦେଶବାସୀ ଆପଣଙ୍କ ଉପରେ ଗର୍ବିତ ବୋଲି କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଅପରେସନ ସିନ୍ଦୂର ଆତଙ୍କବାଦ ବିରୋଧରେ ସବୁଠୁ ବଡ଼ ଆକ୍ସନ । ଏହା ଦ୍ୱାରା ଆତଙ୍କବାଦକୁ ବରଦାସ୍ତ କରାଯିବ ନାହିଁ ବୋଲି ପୁରା ବିଶ୍ୱକୁ ଭାରତ ସନ୍ଦେଶ ଦେଇଛି । ପାକିସ୍ତାନ ଭାରତ ବିରୋଧରେ ଷଡ଼ଯନ୍ତ୍ର ବନ୍ଦ କରୁ ବୋଲି ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ପାକିସ୍ତାନ ନିଜ ମାଟିରେ ଆତଙ୍କବାଦୀଙ୍କୁ ନ ପୋଷିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ପାକିସ୍ତାନ ହାତରେ ପରମାଣୁ ରହିବା ସୁରକ୍ଷିତ କି ବୋଲି ସେ ପ୍ରଶ୍ନ କରିଛନ୍ତି । ଆତଙ୍କବାଦ ଓ କଥାବାର୍ତ୍ତା ଏକସଙ୍ଗେ ଚାଲିବନି ବୋଲି ପ୍ରଧାନମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ଯଦି କଥାବାର୍ତ୍ତା ହେବ କେବଳ ପିଓକେ କୁ ନେଇ ହେବ ବୋଲି ସେ କହିଛନ୍ତି । ଆମେ ପାକିସ୍ତାନର ପରମାଣୁ ବ୍ଲାକମେଲିଂକୁ ମଧ୍ୟ ସହ୍ୟ କରିବୁନାହିଁ ।

ପହଲଗାମରେ ଆତଙ୍କୀମାନେ ଧର୍ମ ପଚାରି ନିର୍ଦ୍ଦୋଷଙ୍କୁ ମାରିଲେ, କିନ୍ତୁ ଆମେ କର୍ମ ଦେଖି ସେମାନଙ୍କ ବିନାଶ କଲୁ । ପାକିସ୍ତାନ ଏବେ ଋଣ ଆଣୁଛି, ଆମେ ଅନ୍ୟ ଦେଶକୁ ଋଣ ଦେଉ ବୋଲି କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ।

Leave a comment

Your email address will not be published. Required fields are marked *