orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଆନ୍ତର୍ଜାତୀୟ > ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଇସ୍ରାଏଲ-ଇରାନ ସଂଘର୍ଷରେ ଆମେରିକା ଇରାନକୁ ନିଃସର୍ତ୍ତ ଆତ୍ମ ସମର୍ପଣ କରିବାକୁ ଧମକ ଦେଇଥିଲା, ନହେଲେ ପରିଣାମ ଭୟଙ୍କର ହେବ ବୋଲି ତାଗିଦ ମଧ୍ୟ କରିଥିଲା। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଇରାନ-ଇସ୍ରାଏଲ ଯୁଦ୍ଧରେ ସିଧାସଳଖ ହସ୍ତକ୍ଷେପ କରୁଥିବା କିଛି ଦିନ ହେଲା ଦେଖିବାକୁ ମିଳିଛି ।

ଆମେରିକାର ଧମକ ପରେ ହମାସ ଏକ ବିବୃତି ଜାରି କରି ଆମେରିକାକୁ ଚେତାବନୀ ଦେଇଛି । ହମାସ କହିଥିଲା ଏପରି କାର୍ଯ୍ୟ ଏହି ଅଞ୍ଚଳକୁ ବିପର୍ଯ୍ୟୟ ଦ୍ୱାରଦେଶକୁ ନେଇଯିବ ଓ ଭୟଙ୍କର ସ୍ଥିତି ଉତ୍ପନ ହେବ ।

ହମାସ ବିବୃତିରେ ଆମେରିକା ଏବଂ ଇସ୍ରାଏଲ କାର୍ଯ୍ୟକୁ ନିନ୍ଦା କରାଯାଇଛି । ହମାସ ଜୋର ଦେଇଛି ଯେ, ଇରାନ ଉପରେ ସାମରିକ ଆକ୍ରମଣରେ ଆମେରିକାର ସିଧାସଳଖ ସମ୍ପୃକ୍ତ ହେଲେ ଏହାର ବିପଜ୍ଜନକ ପରିଣାମ ସୃଷ୍ଟି ହେବ । ଆମେରିକାର ପଦକ୍ଷେପ ଯୋଗୁ ଆଞ୍ଚଳିକ ଅସ୍ଥିରତା ବ୍ୟାପିବ ବୋଲି ହମାସ କହିଛି । ଏହି ଅଞ୍ଚଳରେ ବଢୁଥିବା ଉତ୍ତେଜନା ପାଇଁ ହମାସ ୱାଶିଂଟନ ଏବଂ ତେଲ ଅଭିଭକୁ ଦାୟୀ କରିଛି। ମଧ୍ୟପ୍ରାଚ୍ୟର କୌଣସି ସହର ଇସ୍ରାଏଲୀ ଆକ୍ରମଣରୁ ସୁରକ୍ଷିତ ନୁହେଁ ବୋଲି ଦାବି କରୁଥିବା ବିବୃତିକୁ ନିନ୍ଦା କରିଛି । ଇସ୍ରାଏଲର ମନ୍ତବ୍ୟ ଉପନିବେଶବାଦୀ ଏବଂ ଅହଂକାରୀ ମାନସିକତାର ପ୍ରତିଫଳନ ବୋଲି କହିଛି ହମାସ । ଏହା ସହିତ ଇରାନର ଆତ୍ମରକ୍ଷାର ଅଧିକାର ଅଛି କହି ଆରବ ଏବଂ ମୁସଲିମ ଦେଶ ମଧ୍ୟରେ ଏକତା ପାଇଁ ହମାସ ନିବେଦନ କରିଛି।

Leave a comment

Your email address will not be published. Required fields are marked *