orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ରାଜ୍ୟ > ଆସନ୍ତା କାଲି ମଇଦାନକୁ ଓହ୍ଲାଇବେ ନବୀନ

ଆସନ୍ତା କାଲି ମଇଦାନକୁ ଓହ୍ଲାଇବେ ନବୀନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୀର୍ଘ ଦିନ ପରେ ମଇଦାନକୁ ଓହ୍ଲାଇବେ ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ଆସନ୍ତା କାଲି ଭୁବନେଶ୍ୱରରେ ଆୟୋଜିତ ହେଉଛି ବିଜୁ ଜନତା ଦଳର ଚାଷୀ ସମାବେଶ । ଏହି ସମାବେଶକୁ ବିଶାଳ କରିବାକୁ ବିଜୁ ଜନତା ଦଳ ଭରପୁର ଉଦ୍ୟମ କରୁଛି । ରାଜ୍ୟର ବିଗିଡା ଆଇନ କାନୁନ ବ୍ୟବସ୍ଥା ସହିତ ଚାଷୀ ମାନେ ଭୋଗୁଥିବା ବିଭିନ୍ନ ସମସ୍ୟା ପ୍ରତିବାଦରେ ଏହି ସମାବେଶ ଆୟୋଜନ ହେଉଛି । ଦଳର ସମସ୍ତ ବିଧାୟକ, ବିଧାୟିକା ଓ ନେତୃମଣ୍ଡଳୀ ଏହି ସମାବେଶରେ ଯୋଗଦେଇ ସରକାର ବିରୁଦ୍ଧରେ ବିଶୋଦଗାର କରିବେ । ହେଲେ ଦଳର ସଭାପତି ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ ଏହି ପ୍ରତିବାଦ ସଭାର ମୁଖ୍ୟ ଆକର୍ଷଣ ହେବାକୁ ଯାଉଛନ୍ତି । ନିକଟରେ ନବୀନ ନିଜର ଆଭିମୁଖ୍ୟରେ ବ୍ୟାପକ ପରିବର୍ତ୍ତନ କରିଥିବା ପରିଲକ୍ଷିତ ହେଉଛି । ସରକାର ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରି ବିବୃତି ମାନ ଦେଉଛନ୍ତି ।

ରାଜ୍ୟ ରାଜନୀତି ଏବେ ରାଜ୍ୟସଭା ନିର୍ବାଚନକୁ ନେଇ ଉଷ୍ମ ଥିଲା ବେଳେ ନବୀନ ଚତୁର୍ଥ ଆସନ ପାଇଁ କି ପଦକ୍ଷେପ ନେବେ ତା ଉପରେ ସମସ୍ତଙ୍କ ନଜର କେନ୍ଦ୍ରୀଭୂତ ହୋଇଛି । ଆସନ୍ତା କାଲିର ସମାବେଶରେ ନବୀନ ଯୋଗଦେଇ ଦଳ ଆଗାମି ଦିନରେ ଦଳ କେଉଁ ଆଭିମୁଖ୍ୟ ଗ୍ରହଣ କରିବ ସେ ନେଇ କିଛି ସଂକେତ ଦେବାର ଆଶା କରାଯାଉଛି । ନବୀନ ଏହି ସମାବେଶରେ ଯୋଗଦେବେ ବୋଲି ଆଜି ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ସ୍ପଷ୍ଟ କରିଛନ୍ତି । ଏହାକୁ ନେଇ ଦଳ ମଧ୍ୟରେ ବ୍ୟାପକ ଉତ୍ସାହ ଦେଖା ଦେଇଛି ।

Leave a comment

Your email address will not be published. Required fields are marked *