Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > କ୍ରୀଡା > ଇଣ୍ଡିଜ୍ ବିପକ୍ଷରେ ଦ୍ବିତୀୟ ଟେଷ୍ଟ, ବିଜୟ ଦ୍ୱାରରେ ଭାରତ

ଇଣ୍ଡିଜ୍ ବିପକ୍ଷରେ ଦ୍ବିତୀୟ ଟେଷ୍ଟ, ବିଜୟ ଦ୍ୱାରରେ ଭାରତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ୱେଷ୍ଟଇଣ୍ଡିଜ ବ୍ୟାଟରଙ୍କ ଦମଦାର ପ୍ରଦର୍ଶନ ଦ୍ଵିତୀୟ ଟେଷ୍ଟକୁ ପଞ୍ଚମ ଦିନକୁ ନେଇଛି । ଚତୁର୍ଥ ଦିନର ଖେଳ ଶେଷ ସୁଦ୍ଧା ଭାରତ ବିଜୟ ଦ୍ୱାରରେ ପହଞ୍ଚି ଯାଇଛି । ଶେଷ ଦିନରେ ୫୮ ରନ୍ କଲେ ଭାରତ ଏହି ଟେଷ୍ଟକୁ ଜିତିବ । ପ୍ରଥମ ଟେଷ୍ଟରେ ଇନିଂସ୍ ବିଜୟ ହାସଲ କରି ସିରିଜରେ ୧-୦ରେ ଆଗୁଆ ରହିଛି ଭାରତୀୟ ଦଳ ।

ଦ୍ବିତୀୟ ଟେଷ୍ଟରେ ଭ୍ରମଣକାରୀ ୱେଷ୍ଟଇଣ୍ଡିଜ୍ ଦଳ ଫଲୋଅନ୍ ହେବା ପରେ ଦୁଇ ଦୁଇଟି ଶତକ ସହାୟତାରେ ଦ୍ବିତୀୟ ପାଳିରେ ୩୯୦ ରନ୍ କରିଛି । ଓପ୍ନର ଜନ୍ କ୍ୟାମ୍ପବେଲ ୧୧୫ ରନ୍ ଏବଂ ମଧ୍ୟଭାଗ ବ୍ୟାଟର ସାଇ ହୋପ୍ ୧୦୩ ରନ୍ କରିଥିଲେ । ଏମାନଙ୍କ ସହାୟତା ଦେଇ ଅଧିନାୟକ ରୋଷ୍ଟନ୍ ଚେଜ୍ ୪୦, ଜଷ୍ଟିନ୍ ଗ୍ରାଭ୍ସ ଅପରାଜିତ ୫୦ ଏବଂ ଏଗାର ନମ୍ବର ବ୍ୟାଟର ଜାଏଡେନ୍ ସିଲ୍ସ ୩୨ ରନ୍ କରିଥିଲେ । ଫଳରେ ୧୨୦ ରନର ଅଗ୍ରଣୀ ନେଇଥିଲା । ଭାରତ ପକ୍ଷରୁ କୁଲଦୀପ ଯାଦବ ଓ ଯଶପ୍ରୀତ ବୁମରା ୩ଟି ଲେଖାଏଁ ଏବଂ ସିରାଜ ୨ଟି ୱିକେଟ ଅକ୍ତିୟାର କରିଥିଲେ ।

ପରେ ଭାରତ ୧୨୧ ରନର ବିଜୟଲକ୍ଷ୍ୟ ନେଇ ଆଜି ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ଯଶସ୍ବୀ ଜୟସୱାଲଙ୍କ ୱିକେଟ୍ ହରାଇ ୬୩ ରନ୍ ସଂଗ୍ରହ କରିଛି । ଯଶସ୍ବୀ ୮ ରନ୍ କରି ଆଉଟ୍ ହାଇଛନ୍ତି । କେଏଲ୍ ରାହୁଲ ୨୫ ଏବଂ ସାଇ ସୁଦର୍ଶନ ୩୦ ରନ୍ କରି ଅପରାଜିତ ଅଛନ୍ତି ।

Leave a comment

Your email address will not be published. Required fields are marked *