Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ର୍ଜାତୀୟ > ଋତୁଶ୍ରାବ ପ୍ରମାଣ ପାଇଁ କର୍ମଚାରୀଙ୍କ ଫଟୋ ମାଗିଲେ ସୁପରଭାଇଜର

ଋତୁଶ୍ରାବ ପ୍ରମାଣ ପାଇଁ କର୍ମଚାରୀଙ୍କ ଫଟୋ ମାଗିଲେ ସୁପରଭାଇଜର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ହରିଆଣା ରାଜ୍ୟର ‌ରୋହତକର ମହର୍ଷି ଦୟାନନ୍ଦ ୟୁନିଭରସିଟିରେ ତିନି ଜଣ ସଫେଇ କର୍ମଚାରୀଙ୍କୁ ସେମାନଙ୍କ ସୁପରଭାଇଜରମାନେ ପୋଷାକ ଖୋଲି ଋତୁଶ୍ରାବର ପ୍ରମାଣ ଦେବାକୁ କହିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ ପିରିୟଡ୍ସ ହୋଇଛି ବୋଲି କହି କର୍ମଚାରୀମାନେ ଛୁଟି ମାଗିବାରୁ ସୁପରଭାଇଜରମାନେ ସେମାନଙ୍କର ଗୁପ୍ତାଙ୍ଗର ଫଟୋ ଉଠାଇବାକୁ ବାଧ୍ୟ କରିଥିଲେ । ଯାହାକୁ ନେଇ ମହିଳା ମାନେ ପ୍ରତିବାଦ କରିଥିଲେ ।

ଚଳିତ ମାସ ୨୬ ତାରିଖରେ ଏହି ଅଭିଯୋଗ ଆସିବା ପରେ ବିଶ୍ୱବିଦ୍ୟାଳୟ କର୍ତୁରପକ୍ଷ ସୁପର୍‌ଭାଇଜର୍‌ଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର କେ.କେ ଗୁପ୍ତା ଏକ ବିବୃତି ଜାରି କରି କହିଛନ୍ତି ଯେ ଅଭିଯୋଗ ପାଇବା ପରେ ଏବେ ସୁଦ୍ଧା ଜଣେ ସୁପରଭାଇଜରଙ୍କୁ ନିଲମ୍ବନ କରାଯାଇଛି। ଘଟଣାର ତଦନ୍ତ କରାଯାଉଛି । ଯିଏ ଦୋଷୀ ସାବ୍ୟସ୍ତ ହେବେ ଆବଶ୍ୟକ ପଡ଼ିଲେ ତାଙ୍କ ବିରୋଧରେ ଏସସି/ଏସଟି ଆଇନ ଅନୁଯାୟୀ ମାମଲା ମଧ୍ୟ ରୁଜୁ କରାଯିବ।

Leave a comment

Your email address will not be published. Required fields are marked *