Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ଏକ୍ସପ୍ରେସ୍ ୱେ ଏବଂ ଜାତୀୟ ରାଜପଥ କଡ଼ରେ ମଦ ଦୋକାନ ରହିବ ନାହିଁ

ଏକ୍ସପ୍ରେସ୍ ୱେ ଏବଂ ଜାତୀୟ ରାଜପଥ କଡ଼ରେ ମଦ ଦୋକାନ ରହିବ ନାହିଁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହୋଲି ପୂର୍ବରୁ ରାଜ୍ୟର ମଦ ଦୋକାନଗୁଡ଼ିକ ସମ୍ପର୍କରେ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଏକ୍ସପ୍ରେସ୍ ୱେ ଏବଂ ଜାତୀୟ ରାଜପଥ କଡ଼ରେ କୌଣସି ମଦ ଦୋକାନ ରହିବା ଉଚିତ୍ ନୁହେଁ। ଏହା ଦୁର୍ଘଟଣା ଘଟିବାର ପ୍ରମୁଖ କାରଣ ବୋଲି ସେ ମତ ଦେଇଛନ୍ତି । ଲକ୍ଷ୍ନୌରେ ଅଧିକାରୀମାନଙ୍କ ସହ ବୈଠକରେ ଏହି ନିଷ୍ପତି ନେଇଛନ୍ତି ଯୋଗୀ । ଆଗକୁ ମଦ ଦୋକାନଗୁଡ଼ିକର ସାଇନବୋର୍ଡ ଆକାର ଛୋଟ କରାଯିବାକୁ ମଧ୍ୟ ନିଷ୍ପତି ନିଆଯାଇଛି । ଉତ୍ତରପ୍ରଦେଶ ରାଜ୍ୟ ସଡ଼କ ସୁରକ୍ଷା ପରିଷଦ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଯୋଗୀ ରାଜ୍ୟରେ ବଢୁଥିବା ସଡ଼କ ଦୁର୍ଘଟଣା ଉପରେ ଚିନ୍ତା ପ୍ରକଟ କରିବା ସହିତ ଦୁର୍ଘଟଣାକୁ ପ୍ରଭାବଶାଳୀ ଢଙ୍ଗରେ ରୋକିବା ପାଇଁ ଆବଶ୍ୟକ ମାର୍ଗଦର୍ଶିକା ପ୍ରଦାନ କରିଥିଲେ। ସଡ଼କ ଦୁର୍ଘଟଣାକୁ ସାମୂହିକ ଭାବେ ନିୟନ୍ତ୍ରଣ କରିବା ପାଇଁ ସଡ଼କ ସୁରକ୍ଷା ସହ ଜଡ଼ିତ ସମସ୍ତ ବିଭାଗ ପରସ୍ପର ସହ ସମନ୍ୱୟ ରକ୍ଷା କରିବା ଉଚିତ ବୋଲି ଯୋଗୀ କହିଛନ୍ତି । ଏହା ସହିତ ଅନ୍ୟାନ୍ୟ ବିଷୟରେ ବିଭିନ୍ନ ନିର୍ଦେଶ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।

Leave a comment

Your email address will not be published. Required fields are marked *