orissaleads

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

Blog Post

orissaleads > ରାଜ୍ୟ > ଏକ ଛତ୍ରବାଦ ଶାସନର ଜବାବ ଦେବେ ରାଜ୍ୟବାସୀ: ନରସିଂହ ମିଶ୍ର

ଏକ ଛତ୍ରବାଦ ଶାସନର ଜବାବ ଦେବେ ରାଜ୍ୟବାସୀ: ନରସିଂହ ମିଶ୍ର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର । ଶ୍ରୀ ମିଶ୍ର କହିଛନ୍ତି ଆଇନ ଅନୁସାରେ ବିଧାନସଭା ଭିତରକୁ ଜଣେ ପୂର୍ବତନ ବିଧାୟକ ଯାଇପାରିବେ। ହେଲେ ପୋଲିସ ଏହାକୁ ବିରୋଧ କରୁଛି । ପୁଲିସ ବାଚସ୍ପତିଙ୍କ ବିନା ଅନୁମତିରେ ବିଧାନସଭା ଭିତରକୁ ଯାଇ ପାରିବେ ନାହିଁ ବୋଲି କହି ଆମକୁ ଭିତରକୁ ଛାଡ଼ିଲା ନାହିଁ।ବାଚସ୍ପତିଙ୍କ ସହ ଫୋନ ଯୋଗେ କଥା ହେବା ପାଇଁ ଚେଷ୍ଟା କରିଥିଲି, ହେଲେ ସେ ଫୋନ ଉଠାଇଲେ ନାହିଁ। ଗୃହ ଭିତରେ ଆମ ବିଧାୟକଙ୍କୁ ଆକ୍ରମଣର ଖବର ଆସିଥିଲା। ଏବେ ରାଜ୍ୟରେ ଏକଛତ୍ରବାଦ ଶାସନ ଚାଲିଛି। ଗଣତନ୍ତ୍ରର ହତ୍ୟା କରାଯାଇଛି। କଂଗ୍ରେସ ଦଳ ଏହାକୁ ତୀବ୍ର ନିନ୍ଦା କରୁଛି। ମହିଳା ନିର୍ଯାତନାକୁ ନେଇ ନା ଗୃହ କମିଟି ଗଠନ କରାଯାଉଛି ନା ଏ ବିଷୟରେ ଆଲୋଚନା ହେଉଛି। ନିଆଁରେ ଘିଅ ଢାଳିଲା ଭଳି ସରକାର ପଦକ୍ଷେପ ନେଇଛନ୍ତି। ଯାହା ଲୋକଙ୍କୁ ଆହୁରି ଉତ୍ତେଜିତ କରିବ। ସାଧାରଣ ଲୋକ ଏହାର ଜବାବ ଦେବେ।

Leave a comment

Your email address will not be published. Required fields are marked *