Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଏସସିବି ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ,୧୦ ରୋଗୀ ମୃତ

ଏସସିବି ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ,୧୦ ରୋଗୀ ମୃତ

ଘଟଣା ସ୍ଥଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଘଟଣା ସ୍ଥଳରେ କଟକ ବିଧାୟିକା ଓ ମେୟର

ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା

ଫେଲ ମାରିଲା ଅଗ୍ନି ନିର୍ବାପକ ଯନ୍ତ୍ର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତକାଲି ବିଳମ୍ବିତ ରାତିରେ କଟକ ବଡ଼ ମେଡିକାଲର ଟ୍ରମା କେୟାର ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଯାଇଛି । ୨୩ ଜଣ ରୋଗୀ ଥିବା ଏହି ଆଇସିୟୁରେ ଅଗ୍ନିକାଣ୍ଡ ଘଟିବାରୁ ୧୦ଜଣ ରୋଗୀଙ୍କ ମୃତ୍ୟୁ ହୋଇ ଯାଇଛି । ଅନ୍ୟ ୧୩ ଜଣଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା କରାଯାଉଛି । ସେମାନଙ୍କ ମଧ୍ୟରୁ କିଛି ରୋଗୀଙ୍କ ଅବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଥିବା ଜଣାଯାଇଛି ।ବିଦ୍ୟୁତ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି । ରୋଗୀ ସମ୍ପର୍କୀୟ ଓ ଅନ୍ୟ ଲୋକମାନେ ରୋଗୀଙ୍କୁ ଉଦ୍ଧାର କରିଥିଲେ । ହେଲେ ଚିନ୍ତାର ବିଷୟ ହେଲା ଏତେ ବଡ଼ ମେଡ଼ିକାଲରେ ଅଗ୍ନିକାଣ୍ଡ ସମୟରେ ଅଗ୍ନି ନିର୍ବାପକ ଯନ୍ତ କାମ କରିନଥିବା ଜଣାଯାଇଛି ।

ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଧାୟିକା ସୋଫିଆ ଫିର୍ଦୋଷ, କଟକ ମେୟର ସୁଭାଷ ସିଂ ଓ ଅନ୍ୟ ଅଧିକାରୀ ମାନେ ମେଡ଼ିକାଲରେ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେବା ସହିତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣର ଚେତାବନୀ ଦେଇଛନ୍ତି । ଏହା ସହିତ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a comment

Your email address will not be published. Required fields are marked *