orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଓଡ଼ିଶା ପାଇଁ ବର୍ଷା ଭୟ ଆଣିଛି “ମୋନ୍ଥା”

ଓଡ଼ିଶା ପାଇଁ ବର୍ଷା ଭୟ ଆଣିଛି “ମୋନ୍ଥା”

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଓଡ଼ିଶା ପାଇଁ ପୁଣି ବାତ୍ୟା ଭୟ । ବଳ ଗୋଟାଇ ସମୁଦ୍ରରୁ ଆଗକୁ ଆସୁଛି ମୋନ୍ଥା । ଏହାର ପ୍ରଭାବରେ ରାଜ୍ୟରେ ପ୍ରଭାବ ଆରମ୍ଭ ହେଲାଣି । ବିଭିନ୍ନ ସ୍ଥାନରେ ବର୍ଷା ସହିତ ପବନ ଆରମ୍ଭ ହେଲାଣି ।

ଏବେ ଗୋପାଳପୁରଠାରୁ ୭୫୦ କିଲୋମିଟର ଏବଂ ଆନ୍ଧ୍ରପ୍ରଦେଶ କାକିନାଡ଼ା ଠାରୁ ୬୨୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇ ଘଣ୍ଟା ପ୍ରତି ୧୬ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରୁଛି । କାଲି ସକାଳ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆସନ୍ତା କାଲି ସନ୍ଧ୍ୟାରୁ ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବ । ମଛଲିପଟନମ୍ ଓ କଳିଙ୍ଗପଟନମ୍ ଭିତରେ କାକିନାଡ଼ା ପାଖରେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବ।

ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ସର୍ବାଧିକ ୯୦ରୁ ୧୦୦ କିଲୋମିଟର ରହିଥିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସ୍ପଷ୍ଟ କରିଛନ୍ତି । ଝଟକା ପବନ ୧୧୦ କିମି ବଢ଼ିପାରେ ।

ଓଡ଼ିଶାରେ ବି ମୋନ୍ଥାର ପ୍ରଭାବ ଦେଖିବାକୁ ମିଳିଲାଣି । ଓଡ଼ିଶାର କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିଛି । ଓଡ଼ିଶା ପାଇଁ ସେଭଳି ପବନର ଭୟ ନଥିଲେ ମଧ୍ୟ ବର୍ଷାର ଭୟ ରହିଛି । ବାତ୍ୟା ଆନ୍ଧ୍ରପ୍ରଦେଶ ମୁହାଁ ହୋଇଥିଲେ ବି ବର୍ଷା ଯୋଗୁ ଓଡ଼ିଶା ପ୍ରଭାବିତ ହୋଇପାରେ । ତେଣୁ ପ୍ରଶାସନ ଓ ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ମଧ୍ୟ କରାଯାଉଛି ।

Leave a comment

Your email address will not be published. Required fields are marked *