orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ର୍ଜାତୀୟ > କଂଗ୍ରେସ ସବୁ ସମୟରେ ସେନା ଏବଂ ସରକାର ସହ ଅଛି, ଆତଙ୍କବାଦର ମୂଳୋତ୍ପାଟନ କରନ୍ତୁ ସରକାର- ରାହୁଲ ଗାନ୍ଧୀ

କଂଗ୍ରେସ ସବୁ ସମୟରେ ସେନା ଏବଂ ସରକାର ସହ ଅଛି, ଆତଙ୍କବାଦର ମୂଳୋତ୍ପାଟନ କରନ୍ତୁ ସରକାର- ରାହୁଲ ଗାନ୍ଧୀ

ଓଡ଼ିଶା ଲିଡ୍ସ (ବ୍ୟୁରୋ): ଅପରେସନ ସିନ୍ଦୂର ପାକିସ୍ତାନକୁ ଥର ହର କରୁଥିଲା ବେଳେ ସେନା କାର୍ଯ୍ୟାନୁଷ୍ଠାନ କୁ ସମର୍ଥନ କରିଛି ମୁଖ୍ୟ ବିରୋଧୀ ଦଳ କଂଗ୍ରେସ । ଏପରି ସମୟରେ ସମସ୍ତ ବିରୋଧୀ ଦଳ ମଧ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ସମର୍ଥନ ଦେଇ ଦେଶ ଗର୍ବିତ ବୋଲି ଦୃଢତାର ସହ କହିଛନ୍ତି । ରାତି ଅଧରେ ବେଶ୍ ସଫଳତା ଏବଂ ଟାର୍ଗେଟ ଭିତ୍ତିକ ଆକ୍ରମଣ କରି ଭାରତୀୟ ସେନା ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ତିନି ଅତଙ୍କବାଦୀ ସଂଗଠନର ୯ଟି ଶିବିର କୁ ଧ୍ୱଂସ କରିବାରେ ସଫଳ ହୋଇଛି । ଜୈଶ-ଇ-ମହମ୍ମଦ, ଲସ୍କର-ଇ-ତଇବା ଏବଂ ହିଜବୁଲ ମୁଜାହିଦ୍ଦିନର ଆଡ୍ଡା ସହିତ କାର୍ଯ୍ୟାଳୟ ମଧ୍ୟ ମାଟିରେ ମିଶିଛି । ଆକ୍ରମଣରେ ଆତଙ୍କବାଦୀ ଆଝାର ମେହେମୁଦର ପରିବାର ସଦସ୍ୟ ମୃତ୍ୟୁ ବରଣ କରିଛନ୍ତି । ଯାହା ଏହି ସନ୍ତ୍ରସବାଦୀକୁ ବିଚଳିତ କରି ଦେଇଛି । ଭାରତୀୟ ସେନାର ଏହି ସଫଳ ଆକ୍ରମଣରେ ଖୁସି ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ସେନାର ଉଚ୍ଚ ପ୍ରଶଂସା କରିଛନ୍ତି ।

Leave a comment

Your email address will not be published. Required fields are marked *