ବରୀ ଅଞ୍ଚଳର ଏକ ପ୍ରତିଷ୍ଠିତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ବରୀ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି । ଉଭୟଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଛାତ୍ରୀ ଜଣକ ଚଳିତ ମାଟ୍ରିକ ପରୀକ୍ଷାରେ ଦୁଇଟି ବିଷୟରେ ପରୀକ୍ଷା ଦେଇଥିବା ଜଣାଯାଇଛି ।




















