Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > କାରଖାନା ବସ ଧକ୍କାରେ ଜଣେ ଯୁବକ ମୃତ, ଜଣେ ଗୁରୁତର, ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା, ଘଟଣା ସ୍ଥଳରେ ୮ ଘଣ୍ଟା ରହି ପ୍ରଶାସନକୁ ତାଗିଦ କଲେ ଡ୍ୟାନି

କାରଖାନା ବସ ଧକ୍କାରେ ଜଣେ ଯୁବକ ମୃତ, ଜଣେ ଗୁରୁତର, ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା, ଘଟଣା ସ୍ଥଳରେ ୮ ଘଣ୍ଟା ରହି ପ୍ରଶାସନକୁ ତାଗିଦ କଲେ ଡ୍ୟାନି

ଓଡ଼ିଶା ଲିଡ୍ସ(ଯାଜପୁର): ନିଜ ଅଞ୍ଚଳ, ନିଜ ଲୋକଙ୍କ ପାଇଁ କେତେ ସମର୍ପିତ ତାକୁ ଆଜି ପୁଣି ପ୍ରମାଣିତ କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଆଜି କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ-ଡ଼ୁବୁରୀ ରାସ୍ତାର ଜିନ୍ଦଲ କାରଖାନା ନିକଟରେ କାରଖାନା ବସ ଧକ୍କାରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣାକୁ ନେଇ ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା ଲାଗି ରହିଥିଲା ବେଳେ କ୍ଷତି ପୂରଣ ସହିତ ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ଦାବି ନେଇ ତୀବ୍ର ଉତ୍ତେଜନା ଦେଖାଦେଇଛି । ଏହି ଖବର ପାଇ ନିଜେ ଆହତ ହୋଇଥିଲେ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଥିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଅପରପକ୍ଷେ ଗୁରୁତର ଆହତ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି ।

ଆହତ ଯୁବକଙ୍କୁ ପ୍ରଥମେ ଦାନଗଦି ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଯାଜପୁର ଟାଉନକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ ସୁକିନ୍ଦା ଥାନା ଅନ୍ତର୍ଗତ ବନ୍ଧ ଗାଁ ପଞ୍ଚାୟତ ନଟିସାହି ଗ୍ରାମର ରମେଶ ଚନ୍ଦ୍ର ମହାନ୍ତଙ୍କ ପୁଅ ଅଭିମନ୍ୟୁ ମହାନ୍ତ(୪୨) ଜିନ୍ଦଲ କାରଖାନାରେ ଗାୟତ୍ରୀ ଏଣ୍ଟରପ୍ରାଇଜର୍ସରେ କାମ କରିବା ପାଇଁ ନିଜ ସାଙ୍ଗ ବନ୍ଧଗାଁର ସନିଆ ମହାକୁଡ଼ଙ୍କ ପୁଅ ଲକ୍ଷ୍ମୀଧର ମହାକୁଡ଼ଙ୍କ ସହିତ ଆସୁଥିବା ସମୟରେ କାରଖାନା ଏକ ବସ ନମ୍ବର ବାଇକ ଆରୋହୀଙ୍କୁ ପଛରୁ ଧକ୍କା ଦେଇଥିଲା । ଫଳରେ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଯାଇଥିଲା । ଦୁର୍ଘଟଣା ପରେ କାରଖାନାରେ କାର୍ଯ୍ୟ କରୁଥିବା କର୍ମଚାରୀ ଘଟଣା ସ୍ଥଳକୁ ଆସିଥିଲେ । ପୋଲିସ ମଧ୍ୟ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲା । ହେଲେ ମୃତ ଦେହକୁ ସେଠାରୁ ମେଡ଼ିକାଲ ନେବାରେ ବିଳମ୍ବ କରିଥିଲା । ଖବର ପାଇ ମୃତ ଯୁବକଙ୍କ ପରିବାର ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଥିଲେ ।

ପରିବାର ଲୋକଙ୍କ କାନ୍ଦ ବୋବାଳିରେ ଘଟଣା ସ୍ଥଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ମୃତକଙ୍କ ପରିବାର ଲୋକଙ୍କୁ ସାନ୍ତ୍ୱନା ଦେବା ସହିତ ପ୍ରଶାସନ ଉପରେ ଭୀଷଣ କ୍ଷୁବ୍ଧ ହୋଇଥିଲେ । ରାସ୍ତାରେ କାହଁକି କମ୍ପାନୀ ଗାଡି ବେଆଇନ ଭାବେ ପାର୍କିଂ ହେଉଛି, ମାନପୁର ଓଭର ବ୍ରିଜ ଦେଇ କାହିଁକି ଭାରୀ ଯାନ ଗୁଡିକ ଛଡା ଯାଉଛି, ଯାହା ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି ବୋଲି କଳିଙ୍ଗନଗର ଅତିରିକ୍ତ ଏସ୍ପି ଓ ଥାନା ଅଧିକାରୀଙ୍କୁ ପଚାରିଥିଲେ । ଏ ନେଇ ସେ ପ୍ରଶାସନକୁ ଅବଗତ କରିଥିଲେ ମଧ୍ୟ ପ୍ରଶାସନ କାହିଁକି ଶୁଣୁ ନାହିଁ ବୋଲି ପ୍ରଶ୍ନ କରିଥିଲେ । ଦୀର୍ଘ ଚାରି ଘଣ୍ଟାରୁ ଉର୍ଦ୍ଧ୍ଵ ସମୟ ଧରି ମୃତ ଦେହ କାହିଁକି ପଡି ରହିଥିଲା, ଆମ୍ବୁଲାନ୍ସ ପହଞ୍ଚି ବାରେ କାହିଁକି ବିଳମ୍ବ ହେଲା ବୋଲି ପ୍ରଶ୍ନ କରି ପ୍ରଶାସନ ଏଭଳି ଦାୟିତ୍ୱହୀନ କାହିଁକି ହେଉଛି ବୋଲି ପ୍ରଶ୍ନ କରିଥିଲେ । ସମୟ ଗଡ଼ିବା ସହିତ ସାଧାରଣ ଲୋକେ ଟାୟାର ଜାଳି ରାସ୍ତା ରୋକ କରିଥିଲେ । କଳିଙ୍ଗନଗର ଅତିରିକ୍ତ ଏସ୍ପି ଘଟଣା ସ୍ଥଳରେ ପହଁଚି ଆନ୍ଦୋଳନ କାରୀଙ୍କୁ ବୁଝାସୁଝା କରିବା ସହିତ ଇଂ ଘଡାଇଙ୍କ ସହିତ ମଧ୍ୟ ଆଲୋଚନା କରିଥିଲେ । ଦୀର୍ଘ ଆଠ ଘଣ୍ଟା ଧରି ଆନ୍ଦୋଳନ ଚାଲିଥିଲା ବେଳେ ଆହତ ଇଂ ପ୍ରୀତିରଞ୍ଜନ ଘଟଣା ସ୍ଥଳରେ ଉପସ୍ଥିତ ରହିଥିଲେ ।

Leave a comment

Your email address will not be published. Required fields are marked *