orissaleads

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

Blog Post

orissaleads > ର୍ଜାତୀୟ > କାଳ ହେଉଛି ଗୁଗୁଲ ମ୍ୟାପ, ୩୦ଫୁଟ ଗଭୀର ଡ୍ରେନରେ ପଡି ମୃତ୍ୟୁ ବରଣ କଲେ ଷ୍ଟେସନ ମାଷ୍ଟର

କାଳ ହେଉଛି ଗୁଗୁଲ ମ୍ୟାପ, ୩୦ଫୁଟ ଗଭୀର ଡ୍ରେନରେ ପଡି ମୃତ୍ୟୁ ବରଣ କଲେ ଷ୍ଟେସନ ମାଷ୍ଟର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗୁଗୁଲ ମ୍ୟାପ ଏବେ ପଥଚାରୀଙ୍କ ପାଇଁ ବିପଦର କାରଣ ପାଲଟିଛି । ଗ୍ରେଟର ନୋଏଡାରେ ଗୁଗୁଲ୍ ମ୍ୟାପ୍ ଯୋଗୁଁ ପୁଣି ଏକ ବଡ଼ ଦୁର୍ଘଟଣା ଘଟି ଜଣେ ଷ୍ଟେସନ ମାଷ୍ଟରଙ୍କ ମୃତ୍ୟୁ ହୋଇଛି । ଗୁଗୁଲ୍ ମ୍ୟାପ ଉପରେ ଭରସା କରି ଯାତ୍ରା କରୁଥିବା ଜଣେ ଷ୍ଟେସନ ମାଷ୍ଟରଙ୍କ କାର ୩୦ ଫୁଟ ଗଭୀର ଡ୍ରେନ ଭିତରକୁ ଖସି ପଡ଼ିଥିଲା। ଏହି ଦୁର୍ଘଟଣା ସ୍ଥଳରେ ଷ୍ଟେସନ ମାଷ୍ଟରଙ୍କ ମୃତ୍ୟୁ ହୋଇଯାଇଥିବା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀର ମଣ୍ଡାଭାଲିର ବାସିନ୍ଦା ଷ୍ଟେସନ ମାଷ୍ଟର ଭାରତ ଭାଟି ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଉଥିଲେ। ଏହି ଉତ୍ସବ ଯେଉଁ ସ୍ଥାନର ରାସ୍ତା ଭାରତଙ୍କୁ ଜଣା ନଥିଲା। ତେଣୁ ସେ ଗୁଗୁଲ୍ ମ୍ୟାପର ସାହାଯ୍ୟ ନେଇଥି‌ଲେ। ଗୁଗୁଲ ମ୍ୟାପ ଯେଉଁ ରାସ୍ତା ଦେଖାଇଥିଲା ତାହାକୁ ଷ୍ଟେସନମାଷ୍ଟର ବିଶ୍ବାସ କରି ଆଗକୁ ଆଗକୁ ଯାଉଥିଲେ ।

କିଛିବାଟ ଆଗକୁ ଯିବା ପରେ ରାସ୍ତା ଶେଷ ହୋଇ ସାମ୍ନାରେ ଏକ ଗଭୀର ଡ୍ରେନ ଥିଲା। ଯାହାକୁ ସେ ଜାଣି ପାରି ନଥିଲେ। ଫଳରେ ଗାଡ଼ିଟି ସିଧା ୩୦ଫୁଟର ଗଭୀର ଡ୍ରେନ ଭିତରେ ପଶି ଯାଇଥିଲା। ସ୍ଥାନୀୟ ଲୋକମାନେ ଘଟଣା ବିଷୟରେ ପୁଲିସକୁ ସୂଚନା ଦେଇଥିଲେ।

ସୂଚନା ପାଇବା ମାତ୍ରେ ପୁଲିସ ଷ୍ଟେସନ ମାଷ୍ଟରଙ୍କୁ ଡ୍ରେନ ଭିତରୁ ବାହାର କରିବାକୁ କଠିନ ପରିଶ୍ରମ କରିଥିଲେ । ଉଦ୍ଧାର ପରେ ଭାରତଙ୍କୁ ହସ୍ପିଟାଲ ନିଆଯାଇଥିଲା କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Leave a comment

Your email address will not be published. Required fields are marked *