ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ନିକଟରୁ ୨୯ଟି ପ୍ଲଟ୍ ଠାବ । ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କ ରହିଛି ୨୯ ପ୍ଲଟ୍, ୨ଟି ବହୁତଳ କୋଠା ସହ କଳିଙ୍ଗ ବିହାରରେ ରହିଛି ଗୋଟିଏ ଫ୍ଲାଟ୍ ଘରୁ ମିଳିଛି ୧ କେଜି ୧୪୦ ଗ୍ରାମ ସୁନା ସହିତ ନଗଦ ୪୮ ଲକ୍ଷ ୭୯ ହଜାର ଟଙ୍କା ଠାବ କରିଛି ଭିଜିଲାନ୍ସ




















