Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > କେନ୍ଦ୍ରାପଡା ସପ୍ତମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ମାମଲା: ଶିକ୍ଷୟିତ୍ରୀଙ୍କ ସହିତ ୫ ବିଦ୍ୟାଳୟ କର୍ମଚାରୀ ଗିରଫ

କେନ୍ଦ୍ରାପଡା ସପ୍ତମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ମାମଲା: ଶିକ୍ଷୟିତ୍ରୀଙ୍କ ସହିତ ୫ ବିଦ୍ୟାଳୟ କର୍ମଚାରୀ ଗିରଫ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲା ଶିକ୍ଷା ବ୍ୟବସ୍ଥା ସହିତ ଗୁରୁ ଶିଷ୍ୟ ପରମ୍ପରାରେ କଳା ବୋଳି ଦେଇଛି । କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଓଳାଭର ଅଞ୍ଚଳରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୀର୍ଘ ଦିନ ଧରି ଦୁଷ୍କର୍ମ ମାମଲା ପଦାକୁ ଆସିବା ପରେ ଜଣେ ଶିକ୍ଷୟିତ୍ରୀଙ୍କ ସହିତ ୩ଜଣ ଶିକ୍ଷକ ଏବଂ ଜଣେ ପିଅନ ଗିରଫ ହୋଇଛନ୍ତି। ପୋଲିସ କହିଛି, ପୀଡିତାଙ୍କ ମା’ଙ୍କ ଅଭିଯୋଗ କ୍ରମେ ଉପରୋକ୍ତ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଫରେନସିକ ଟିମ୍‌କୁ ଘଟଣାସ୍ଥଳ ପରିଦର୍ଶନ କରିବା ପରେ ତଦନ୍ତ ଅଧିକ ଆଗକୁ ବଢିବ ବୋଲି ମଧ୍ୟ ପୋଲିସ ସୂଚନା ଦେଇଛି । ପୀଡିତା ଛାତ୍ରୀଙ୍କର ଡାକ୍ତରୀମାଇନା ମଧ୍ୟ କରାଯିବ। ସେକ୍ସନ ୧୮୦ ବିଏନ୍‌ଏସ୍‌ଏସ୍‌ ଆଧାରରେ ପୀଡିତାଙ୍କର ବୟାନ ରେକର୍ଡ କରାଯିବା ସହିତ ଏହି ମାମଲାରେ ପୁଙ୍ଖାନୁପୁଙ୍ଖ ତଦନ୍ତ ହେବ।

କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଅଞ୍ଚଳରେ ଥିବା ଏକ ଘରୋଇ ଇଂରାଜି ମାଧ୍ୟମ ବିଦ୍ୟାଳୟରେ ଜଣେ ସପ୍ତମ ଶ୍ରେଣୀରେ ପାଠ ପଢ଼ୁଥିବା ଛାତ୍ରୀଙ୍କୁ ଚାରି ଜଣ ଶିକ୍ଷକ ଦୁଇ ବର୍ଷ ହେବ ଦୁଷ୍କର୍ମ କରି ଆସୁଥିଲେ ବୋଲି ଅଭିଯୋଗ ହୋଇଛି l ପରିବାର ଲୋକେ ଜାନୁୟାରୀ ମାସରେ ଏ ବିଷୟରେ ଜାଣିବା ପରେ ଛାତ୍ରୀଙ୍କୁ ସ୍କୁଲକୁ ଛାଡ଼ିନଥିଲେ । ହେଲେ ଜାନୁଆରି ମାସ ୧୬ ତାରିଖରେ ସ୍କୁଲ ବାର୍ଷିକ ଉତ୍ସବରେ ପିଡିତାଙ୍କ ମା ଶିକ୍ଷକମାନଙ୍କୁ ଏ ନେଇ ପ୍ରଶ୍ନ କରିଥିଲେ ।

ପୀଡ଼ିତାଙ୍କ ବାପା ରାଜ୍ୟ ବାହାରେ ଚାକିରି କରୁଥୁବାରୁ ସେ ଘରକୁ ଫେରି ଏ ଘଟଣା ସମ୍ପର୍କରେ ଜାଣିବା ପରେ ୧୮ ତାରିଖରେ ସି ଡ଼ବ୍ଲ୍ୟୁସି ରେ ଅଭିଯୋଗ କରିଥିଲେ l ୧୯ ତାରିଖ ଦିନ ସି ଡ଼ବ୍ଲ୍ୟୁସି କର୍ତ୍ତୃପକ୍ଷ ସ୍କୁଲକୁ ଯାଇ ଘଟଣାର ତଦନ୍ତ କରିଥିଲେ । ପରିବାର ପକ୍ଷରୁ ହୋଇଥିବା ଅଭିଯୋଗ ଅନୁଯାୟୀ ଦୀର୍ଘ ଦୁଇ ବର୍ଷ ହେବ ଚାରି ଜଣ ଶିକ୍ଷକ ବିଭିନ୍ନ ସମୟରେ ସାଇନ୍ସ ଲ୍ୟାବକୁ ନେଇ ଛାତ୍ରୀଙ୍କୁ ଦୁଷ୍କର୍ମ କରୁଥିଲେl ଏହି ବିଷୟରେ ପରିବାରରେ କାହାକୁ କହିଲେ ସେହି ସ୍କୁଲରେ ପାଠ ପଢ଼ୁଥିବା ସାନ ଭାଇକୁ ମାରିଦେବୁ ବୋଲି ଅଭିଯୁକ୍ତ ମାନେ ଧମକ ଦେଉଥିଲେ । ଏହି ଧମକ ଆଗରେ ପିଡିତା ଜଣକ ନିରବ ରହିବାକୁ ବାଧ୍ୟ ହୋଇଥିଲେ । ଏହି ଘଟଣା ପରେ ଗତକାଲି ପୋଲିସ ୩ ଜଣ ଶିକ୍ଷକ ଜଣେ ଶିକ୍ଷୟିତ୍ରୀ ଓ ଜଣେ କର୍ମଚାରୀଙ୍କୁ ଥାନାକୁ ନେଇ ଅଟକ ରଖି ପଚରାଉଚରା କରିଥିଲା । ପ୍ରାଥମିକ ତଦନ୍ତ ଆଧାରେ ପୁଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଛି।

ଏଭଳି ଘଟଣା ଘଟାଇଥିବା ଶିକ୍ଷକ ଓ କର୍ମଚାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଲାଗି ବିଭିନ୍ନ ମହଲରୁ ଦାବି ହୋଇଛି ।

Leave a comment

Your email address will not be published. Required fields are marked *