orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ଜିଲ୍ଲା > କେନ୍ଦ୍ରାପଡ଼ା > କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପରୀକ୍ଷାଫଳ ପ୍ରକାଶିତ, ସଫଳତାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରୀ

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପରୀକ୍ଷାଫଳ ପ୍ରକାଶିତ, ସଫଳତାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରୀ

ଓଡ଼ିଶା ଲିଡ୍ସ(କେନ୍ଦ୍ରାପଡା): ଆଜି କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +3 ପରୀକ୍ଷା ଫଳ ପ୍ରକାଶ ପାଇଛି । ପ୍ରକାଶିତ ପରୀକ୍ଷା ଫଳ ଅନୁଯାୟୀ ବଟାନି ବିଭାଗରେ ବିଭୁପ୍ରସାଦ ପାଣିଗ୍ରାହୀ, କେମେଷ୍ଟ୍ରି ବିଭାଗରେ ମିତାଲି ମଧୁସ୍ମିତା ମହାନ୍ତି, ବାଣିଜ୍ୟ ବିଭାଗରେ ଶୁଭ୍ରଜିତ ସିଂ, କମ୍ପ୍ୟୁଟର ସାଇନ୍ସ ବିଭାଗରେ ଅଞ୍ଜଳି ବିଶ୍ୱାଳ, ଆର୍ଥଶାସ୍ତ୍ର ବିଭାଗରେ ଲିଜାରାଣୀ ରାଉତ, ଏଜୁକେସନ ବିଭାଗରେ ଶୁଭଲକ୍ଷ୍ମୀ ଦାସ, ଇଂରାଜୀ ବିଭାଗରେ ଆଫ୍ରିନ ଫିରଦଶ ଫିରୋଜ, ଯୋଗ୍ରାଫି ବିଭାଗରେ ଶର୍ମିଷ୍ଠା ରାଉଳ, ଜିଓଲୋଜି ବିଭାଗରେ ଆକାଂକ୍ଷା ରାଉତ, ହିନ୍ଦୀ ବିଭାଗରେ ସୋନାଲିକା ନାୟକ, ଇତିହାସ ବିଭାଗରେ ସୁମନ ଶତପଥୀ, ଇଣ୍ଡଷ୍ଟ୍ରିଆଲ ସୋସିଓଲୋଜି ବିଭାଗରେ ଶ୍ରୁତି ପ୍ରଧାନ, ମାଥମେଟିକ୍ସ ବିଭାଗରେ ପ୍ରିୟ ଦର୍ଶିନୀ ଚୌଧୁରୀ ଓ ହରପ୍ରିୟା ଦାସ ଯୁଗ୍ମ ଟପର ହୋଇଥିଲା ବେଳେ ଓଡ଼ିଆ ବିଭାଗରେ ସ୍ମୃତି ସରଣ୍ୟା ବାରିକ, ଫିଲୋସୋପି ବିଭାଗରେ ଜେବା ଅକତର, ଫିଜିକ୍ସ ବିଭାଗରେ ସ୍ଥିତି ପ୍ରଜ୍ଞା ଦାସ, ପଲିଟିକାଲ ସାଇନ୍ସ ବିଭାଗରେ ପ୍ରୀତି ପ୍ରିୟଦର୍ଶିନୀ ପୃଷ୍ଟି, ସାଇକୋଲୋଜି ବିଭାଗରେ ସାଦିଆ ପରବିନ, ସଂସ୍କୃତ ବିଭାଗରେ ଲିଜା ରାଣୀ ରାଉତ, ସୋସିଓଲୋଜି ବିଭାଗରେ ରାଜଲକ୍ଷ୍ମୀ ମହଲା, ଷ୍ଟାଟିଷ୍ଟିକସ ବିଭାଗରେ ଦେବାଶିଷ ଦାସ ଓ ପଦ୍ମିନୀ ବେହେରା ଯୁଗ୍ମ ଟପର ହୋଇଛନ୍ତି । ସେଇଭଳି ଜୁଲୋଜି ବିଭାଗରେ ଆଲୋକ କୁମାର ଜେନା ଟପର ହୋଇଛନ୍ତି ।

କଲେଜର ତିନିଟି ବିଭାଗ କଳା, ବିଜ୍ଞାନ ଓ ବାଣିଜ୍ୟ ମଧ୍ୟରୁ ସର୍ବାଧିକ ନମ୍ବର ରଖି କଲେଜ ଟପର ହୋଇଛନ୍ତି ମିସ ଅଞ୍ଜଳି ବିଶ୍ୱାଳ । ସେ କମ୍ପ୍ୟୁଟର ସାଇନ୍ସ ଅନର୍ସ ନେଇ ଅଧ୍ୟୟନ କରୁଥିଲେ । ସେ ମଧ୍ୟ ବିଜ୍ଞାନ ବିଭାଗରେ ସର୍ବାଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । କଳା ବିଭାଗରେ ଶର୍ମିଷ୍ଠା ରାଉଳ ସର୍ବାଧିକ ନମ୍ବର ରଖିଥିଲା ବେଳେ ସେ ଯୋଗ୍ରାଫି ଅନର୍ସରେ ଅଧ୍ୟୟନ କରୁଥିଲେ । ବାଣିଜ୍ୟ ବିଭାଗରେ ଶୁଭ୍ରଜିତ ସିଂ ସର୍ବାଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ସେ କମର୍ସ ଅନର୍ସରେ ଅଧ୍ୟୟନ କରୁଥିଲେ । ଛାତ୍ରଛାତ୍ରୀଙ୍କ ଏହି ସଫଳତାକୁ ନେଇ କଲେଜର ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ଛାତ୍ରଛାତ୍ରୀ ମାନଙ୍କୁ ଶୁଭେଛା ଜଣାଇଛନ୍ତି ।

Leave a comment

Your email address will not be published. Required fields are marked *