orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > କେନ୍ଦ୍ରାପଡ଼ା > କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପରୀକ୍ଷାଫଳ ପ୍ରକାଶିତ, ସଫଳତାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରୀ

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପରୀକ୍ଷାଫଳ ପ୍ରକାଶିତ, ସଫଳତାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରୀ

ଓଡ଼ିଶା ଲିଡ୍ସ(କେନ୍ଦ୍ରାପଡା): ଆଜି କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +3 ପରୀକ୍ଷା ଫଳ ପ୍ରକାଶ ପାଇଛି । ପ୍ରକାଶିତ ପରୀକ୍ଷା ଫଳ ଅନୁଯାୟୀ ବଟାନି ବିଭାଗରେ ବିଭୁପ୍ରସାଦ ପାଣିଗ୍ରାହୀ, କେମେଷ୍ଟ୍ରି ବିଭାଗରେ ମିତାଲି ମଧୁସ୍ମିତା ମହାନ୍ତି, ବାଣିଜ୍ୟ ବିଭାଗରେ ଶୁଭ୍ରଜିତ ସିଂ, କମ୍ପ୍ୟୁଟର ସାଇନ୍ସ ବିଭାଗରେ ଅଞ୍ଜଳି ବିଶ୍ୱାଳ, ଆର୍ଥଶାସ୍ତ୍ର ବିଭାଗରେ ଲିଜାରାଣୀ ରାଉତ, ଏଜୁକେସନ ବିଭାଗରେ ଶୁଭଲକ୍ଷ୍ମୀ ଦାସ, ଇଂରାଜୀ ବିଭାଗରେ ଆଫ୍ରିନ ଫିରଦଶ ଫିରୋଜ, ଯୋଗ୍ରାଫି ବିଭାଗରେ ଶର୍ମିଷ୍ଠା ରାଉଳ, ଜିଓଲୋଜି ବିଭାଗରେ ଆକାଂକ୍ଷା ରାଉତ, ହିନ୍ଦୀ ବିଭାଗରେ ସୋନାଲିକା ନାୟକ, ଇତିହାସ ବିଭାଗରେ ସୁମନ ଶତପଥୀ, ଇଣ୍ଡଷ୍ଟ୍ରିଆଲ ସୋସିଓଲୋଜି ବିଭାଗରେ ଶ୍ରୁତି ପ୍ରଧାନ, ମାଥମେଟିକ୍ସ ବିଭାଗରେ ପ୍ରିୟ ଦର୍ଶିନୀ ଚୌଧୁରୀ ଓ ହରପ୍ରିୟା ଦାସ ଯୁଗ୍ମ ଟପର ହୋଇଥିଲା ବେଳେ ଓଡ଼ିଆ ବିଭାଗରେ ସ୍ମୃତି ସରଣ୍ୟା ବାରିକ, ଫିଲୋସୋପି ବିଭାଗରେ ଜେବା ଅକତର, ଫିଜିକ୍ସ ବିଭାଗରେ ସ୍ଥିତି ପ୍ରଜ୍ଞା ଦାସ, ପଲିଟିକାଲ ସାଇନ୍ସ ବିଭାଗରେ ପ୍ରୀତି ପ୍ରିୟଦର୍ଶିନୀ ପୃଷ୍ଟି, ସାଇକୋଲୋଜି ବିଭାଗରେ ସାଦିଆ ପରବିନ, ସଂସ୍କୃତ ବିଭାଗରେ ଲିଜା ରାଣୀ ରାଉତ, ସୋସିଓଲୋଜି ବିଭାଗରେ ରାଜଲକ୍ଷ୍ମୀ ମହଲା, ଷ୍ଟାଟିଷ୍ଟିକସ ବିଭାଗରେ ଦେବାଶିଷ ଦାସ ଓ ପଦ୍ମିନୀ ବେହେରା ଯୁଗ୍ମ ଟପର ହୋଇଛନ୍ତି । ସେଇଭଳି ଜୁଲୋଜି ବିଭାଗରେ ଆଲୋକ କୁମାର ଜେନା ଟପର ହୋଇଛନ୍ତି ।

କଲେଜର ତିନିଟି ବିଭାଗ କଳା, ବିଜ୍ଞାନ ଓ ବାଣିଜ୍ୟ ମଧ୍ୟରୁ ସର୍ବାଧିକ ନମ୍ବର ରଖି କଲେଜ ଟପର ହୋଇଛନ୍ତି ମିସ ଅଞ୍ଜଳି ବିଶ୍ୱାଳ । ସେ କମ୍ପ୍ୟୁଟର ସାଇନ୍ସ ଅନର୍ସ ନେଇ ଅଧ୍ୟୟନ କରୁଥିଲେ । ସେ ମଧ୍ୟ ବିଜ୍ଞାନ ବିଭାଗରେ ସର୍ବାଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । କଳା ବିଭାଗରେ ଶର୍ମିଷ୍ଠା ରାଉଳ ସର୍ବାଧିକ ନମ୍ବର ରଖିଥିଲା ବେଳେ ସେ ଯୋଗ୍ରାଫି ଅନର୍ସରେ ଅଧ୍ୟୟନ କରୁଥିଲେ । ବାଣିଜ୍ୟ ବିଭାଗରେ ଶୁଭ୍ରଜିତ ସିଂ ସର୍ବାଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ସେ କମର୍ସ ଅନର୍ସରେ ଅଧ୍ୟୟନ କରୁଥିଲେ । ଛାତ୍ରଛାତ୍ରୀଙ୍କ ଏହି ସଫଳତାକୁ ନେଇ କଲେଜର ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ଛାତ୍ରଛାତ୍ରୀ ମାନଙ୍କୁ ଶୁଭେଛା ଜଣାଇଛନ୍ତି ।

Leave a comment

Your email address will not be published. Required fields are marked *