orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ

କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ

ଓଡ଼ିଶା ଲିଡ୍ସ(ଯାଜପୁର): ଲକ୍ଷାଧିକ ଟଙ୍କାରେ ବରୀ ବ୍ଳକର ପ୍ରମୁଖ ବଜାର ବରୀ ମାଉଣ୍ଡକୁ ଆଲୋକିତ କରିବାକୁ ଲଗାଯାଇଥିଲା ହାଇମାଷ୍ଟ ଲାଇଟ । ଏହି ହାଇମାଷ୍ଟ ଲାଇଟ ତଳେ ଓଡ଼ିଶାର ଅନ୍ୟତମ ବରପୁତ୍ର ବିଧ୍ୱଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାରଙ୍କ ପ୍ରତିମୂର୍ତ୍ତି ମଧ୍ୟ ସ୍ଥାପନ ହୋଇଛି । ହେଲେ ବିଡ଼ମ୍ବନାର ବିଷୟ ହେଉଛି ଦୀର୍ଘ ଦିନ ହେଲା ଏହି ଲାଇଟ ଖରାପ ହୋଇ ପଡ଼ିଥିଲା ବେଳେ ଏହାକୁ ମରାମତି କରାଯାଉନାହିଁ । ଲାଗିଥିବା ହାଲୋଜେନ ଗୁଡିକ ମଧ୍ୟରୁ କେବଳ ଗୋଟିଏ ମିଞ୍ଜି ମିଞ୍ଜି ହୋଇ ଜଳୁଥିଲା ବେଳେ ଅନ୍ୟ ଗୁଡିକ ଆଉ ଜଳୁନାହିଁ । ସରକାରୀ ଅର୍ଥରେ ଲାଗିଥିବା ଏହି ଲାଇଟ ସଜାଡ଼ିବା ଦାୟିତ୍ୱ କାହାର ଓ ଏହାକୁ କାହିଁକି ସଜଡ଼ା ଯାଉନାହିଁ ତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏ ନେଇ ଜିଲ୍ଲା ପ୍ରଶାସନ ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି ।

Leave a comment

Your email address will not be published. Required fields are marked *