Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > କୋମାରେ ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର୍, ଅଧିକ ଚିକିତ୍ସା ପାଇଁ ଏମସ ସ୍ଥାନାନ୍ତର

କୋମାରେ ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର୍, ଅଧିକ ଚିକିତ୍ସା ପାଇଁ ଏମସ ସ୍ଥାନାନ୍ତର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହୋଇ ପଡିଛି । ଫଳରେ ଆଜି ତାଙ୍କୁ ଏମସ ସ୍ଥାନାନ୍ତର କରାଯାଇଛି । କଟକ ସିଡିଏର ଏକ ଘରୋଇ ଚିକିତ୍ସାଳୟରୁ ଆଜି ତାଙ୍କୁ ଭୁବନେଶ୍ବର ଏମସ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟରେ ତାଙ୍କର ଚିକିତ୍ସା ଚାଲିଥିବା ଜଣା ଯାଇଛି ।

ଲିଭରରେ ସମସ୍ୟା କାରଣରୁ ତାଙ୍କୁ କିଛିଦିନ ତଳେ କଟକ ସିଡିଏର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଶରୀରରେ ସୋଡ଼ିୟମ ଲେବୁଲ୍ କମିଯିବାରୁ ସ୍ୱାସ୍ଥ୍ୟାବସ୍ଥାରେ ଦ୍ରୁତ ଅବନତି ଘଟିଥିଲା । ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସୁଧୁରିବା ପରିବର୍ତ୍ତେ ଆହୁରି ଜଟିଳ ହୋଇଯିବାରୁ ତାଙ୍କୁ ଆଜି ଭୁବନେଶ୍ୱର ଏମସକୁ ସ୍ଥାନାନ୍ତର କରାଯାଇଛି । ମସ୍ତିଷ୍କରେ ସୋଡିୟମ ଲେବୁଲ କମିଯିବା ଯୋଗୁଁ ସେ ଗୁରୁତର ହୋଇପଡ଼ିଛନ୍ତି ଓ କୋମାକୁ ଚାଲି ଯାଇଛନ୍ତି । ତାଙ୍କୁ ଟ୍ରମାକେୟାରରେ ରଖାଯାଇ ଚିକିତ୍ସା ଆରମ୍ଭ କରାଯାଇଛି। ବର୍ତ୍ତମାନ ସେ କୋମାରେ ରହିଥିବା ଡାକ୍ତର ପ୍ରକାଶ କରିଛନ୍ତି । ତାଙ୍କ ଚିକିତ୍ସା ବ୍ୟବସ୍ଥା ଅଭିନେତା ବାବୁସାନ ମହାନ୍ତି କରୁଥିଲା ବେଳେ ସେଠାରେ ଅଭିଜିତଙ୍କ ପରିବାର ସହ ମଧ୍ୟ ଉପସ୍ଥିତ ଅଛନ୍ତି । ତାଙ୍କ ଆରୋଗ୍ୟ ପାଇଁ ପ୍ରାର୍ଥନା କରିବାକୁ ଦର୍ଶକମାନଙ୍କୁ ଅନୁରୋଧ କରିଛନ୍ତି ବାବୁସାନ ।

Leave a comment

Your email address will not be published. Required fields are marked *