ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭୁବନେଶ୍ୱରରୁ କୋରାପୁଟ ଯାଇଥିବା ଏକ ପର୍ଯ୍ୟଟକଙ୍କ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । କୋରାପୁଟ ଜିଲ୍ଲା ଅମିନଗୁଡ଼ା ଛକ ନିକଟରେ ବସଟି ଦୁର୍ଘଟଣା ଗ୍ରସ୍ତ ହେବାରୁ
୫ ଜଣ ପର୍ଯ୍ୟଟକ ଆହତ ହୋଇଥିବା ସୂଚନା ମିଳିଛି । ଆହତ ମାନଙ୍କୁ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।