Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > କ୍ରୀଡା > କ୍ୱାଲିଫାୟର-୨, କର ବା ମର ସ୍ଥିତିରେ ପଞ୍ଜାବ ଓ ମୁମ୍ବାଇ

କ୍ୱାଲିଫାୟର-୨, କର ବା ମର ସ୍ଥିତିରେ ପଞ୍ଜାବ ଓ ମୁମ୍ବାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଇପିଏଲ-୨୦୨୫ ଫାଇନାଲରେ ପ୍ରଥମେ ପ୍ରବେଶ କରି ସାରିଛି ବେଙ୍ଗାଲୁର । ଦ୍ଵିତୀୟ ଦଳ ଭାବେ ଫାଇନାଲ କିଏ ଖଳିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । କ୍ୱାଲିଫାୟର-୨ ଖେଳିବେ ମୁମ୍ବାଇ ଓ ପଞ୍ଜାବ । ଯାହାକୁ ନେଇ କର ବା ମର ସ୍ଥିତିରେ ପଞ୍ଜାବ କିଙ୍ଗସ ଓ ମୁମ୍ବାଇ ଇଣ୍ଡିଆନ୍ସ । ଯିଏ ଏହି ପ୍ରତିଯୋଗିତା ଜିତିବ ସେ ଫାଇନାଲରେ ପ୍ରବେଶ କରିବ । ଚଳିତ ଆଇପିଏଲ୍‌ର ଏଲିମିନେଟର୍-୨ ମୁକାବିଲା ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏଥିରେ ପଞ୍ଜାବ କିଙ୍ଗସ ଓ ମୁମ୍ବାଇ ଇଣ୍ଡିଆନ୍ସ ମୁହାଁମୁହିଁ ହେବେ। ଉଭୟ ଦଳ ଏହି ମ୍ୟାଚ ଜିତିବାକୁ ଭରପୁର ଉଦ୍ୟମ କରିବେ । ତେବେ ପାଞ୍ଚଥର ବିଜେତା ମୁମ୍ବାଇ ଉପରେ ପ୍ରଥମ ଟ୍ରଫି ବିଜୟ ଆଶାରେ ଥିବା ପଞ୍ଜାବ କିଙ୍ଗସ ଭାରି ପଡ଼ିବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନପାରେ। ଚଳିତ ସଂସ୍କରଣରେ ପଞ୍ଜାବ ଦମଦାର ଖେଳ ପ୍ରଦର୍ଶନ କରିଛି ।ଶୁକ୍ରବାର ମୁମ୍ବାଇ ଓ ଗୁଜରାଟ ମଧ୍ୟରେ ଏଲିମିନେଟର ମ୍ୟାଚ ଖେଳାଯାଇଥିଲା । ଏଥିରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ୫ ୱିକେଟ ହରାଇ ୨୨୮ ରନ୍ କରିଥିଲା । ହିଟ୍‌ମ୍ୟାନ୍ ରୋହିତ ଶର୍ମା ଚମତ୍କାର ଖେଳି ୫୦ବଲ୍‌ରେ ୮୧ରନ୍‌ ସଂଗ୍ରହ କରିଥିଲେ । ଯେଉଁଥିରେ ୯ ଚୌକା ଓ ୪ ଛକା ସାମିଲ ଥିଲା । ଅନ୍ୟ ମାନଙ୍କ ମଧ୍ୟରେ ବେୟାରଷ୍ଟୋ ୪୭ , ସୂର୍ଯ୍ୟକୁମାର ୩୩, ତିଲକ ବର୍ମା ୨୫ ଓ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଅପରାଜିତ ୨୨ ରନ୍‌ କରିଥିଲେ । ଗୁଜରାଟକୁ ୨୨୯ରନ୍‌ର ଟାର୍ଗେଟ ଦେଇଥିଲା ମୁମ୍ବାଇ ।୨୨୯ରନ୍‌ର ଟାର୍ଗେଟ ଲକ୍ଷ୍ୟ ନେଇ ପାଳି ଆରମ୍ଭ କରିଥିଲା ଗୁଜରାଟ । ଚମତ୍କାର ଫର୍ମରେ ଥିବା ସାଇ ସୁଦର୍ଶନ ୪୯ ବଲ୍‌ରେ ଆକର୍ଷଣୀୟ ୮୧ ରନ୍‌ କରିଥିଲେ । ଅଧିନାୟକ ଶୁବମନ୍‌ ଗିଲ ୧ ରନ କରି ନିରାଶ କରିଥିଲେ । ମେଣ୍ଡିସ୍‌ ୨୦, ୱାଶିଂଟନ ସୁନ୍ଦର ୪୮, ରଦରଫୋର୍ଡ ୨୪ ରନ୍‌ କରିଥିଲେ ମଧ୍ୟ ଦଳ ପରାଜିତ ହୋଇଥିଲା । ୨୦ ଓଭରରେ ଦଳ ୬ ୱିକେଟ ହରାଇ ୨୦୮ ରନ୍ କରିବାକୁ ସକ୍ଷମ ହୋଇ ୨୦ରନ୍‌ରେ ପରାଜିତ ହୋଇଥିଲା । ଉଭୟ ଦଳର ସମର୍ଥକଙ୍କ ନଜର ଏହି ମ୍ୟାଚ ଉପରେ ରହିଛି ।

Leave a comment

Your email address will not be published. Required fields are marked *