Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଖଣି ପ୍ରଭାବିତ ଅଞ୍ଚଳର ଛଟେଇ ଯୁବକ ଓ ସ୍ଥାନୀୟ ଯୁବକଙ୍କ ନିଯୁକ୍ତି ପାଇଁ ଦାବି, ଦାବି ପୂରଣ ନହେଲେ ଆନ୍ଦୋଳନ ଚେତାବନୀ ଦେଲେ ଇଂ ପ୍ରୀତିରଞ୍ଜନ

ଖଣି ପ୍ରଭାବିତ ଅଞ୍ଚଳର ଛଟେଇ ଯୁବକ ଓ ସ୍ଥାନୀୟ ଯୁବକଙ୍କ ନିଯୁକ୍ତି ପାଇଁ ଦାବି, ଦାବି ପୂରଣ ନହେଲେ ଆନ୍ଦୋଳନ ଚେତାବନୀ ଦେଲେ ଇଂ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ଯାଜପୁର):ସୁକିନ୍ଦା କ୍ରୋମାଇଟ ଉପତ୍ୟକାରେ ଥିବା ଖଣି ମାଲିକ ମାନେ ସ୍ଥାନୀୟ ଅଞ୍ଚଳର ଛଟେଇ ଓ ବେକାର ଯୁବକଙ୍କୁ ନିଯୁକ୍ତି ନ ଦେଇ ପ୍ରତାରଣା କରୁଥିବାର ଅଭିଯୋଗ ଆଣିଛନ୍ତି ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ତଥା ସୁକିନ୍ଦା ରିଜିଅନ କ୍ରୋମାଇଟ ଖାଦାନ ମଜଦୂର ସଂଘର ସଭାପତି ଇଂ ପ୍ରୀତିରଞ୍ଜନ ଘଡାଇ। ସୁକିନ୍ଦା କ୍ରୋମ ଉପତ୍ୟକାରେ କାର୍ଯ୍ୟରତ ସମସ୍ତ ଖଣି ମାଲିକ ମାନଙ୍କୁ ଆଜି ଏକ ଚିଠି ଲେଖି ଖଣି ମାଲିକ ମାନଙ୍କ ଏତାଦୃଶ କାର୍ଯ୍ୟ ନେଇ କ୍ଷୋଭ ପ୍ରକାଶ କରିଛନ୍ତି। ଗତ ସାଧାରଣ ନିର୍ବାଚନ ପରଠାରୁ ଖଣି ମାଲିକ ଓ ଖଣି ଠିକାଦାର ମାନେ ନିଜ ଭିଟାମାଟି ହରେଇ ଖଣି କାର୍ଯ୍ୟ ପାଇଁ ସମର୍ଥନ ଜଣାଉଥିବା ଖଣି ଅଞ୍ଚଳର ଛଟେଇ ଓ ବେକାର ଯୁବକ ମାନଙ୍କୁ ଛଟେଇ କରି ଯାଜପୁର ଜିଲ୍ଲା ଓ ରାଜ୍ୟ ବାହାରର ଯୁବକ ମାନଙ୍କୁ ନିଜ ଖଣିରେ ନିଯୁକ୍ତି ଦେଉଛନ୍ତି ।

ଖଣି ଅଞ୍ଚଳର ରାସ୍ତା, ଘାଟ, ସ୍ବାସ୍ଥ୍ୟ, ପରିବେଶ ଇତ୍ୟାଦି ପ୍ରତି ମଧ୍ୟ ସାମାନ୍ୟ ଧ୍ୟାନ ଦେଉ ନାହାନ୍ତି ଖଣି ମାଲିକ ମାନେ । ଖଣି ମାଲିକ ଓ ଖଣି ଠିକାଦାର ମାନେ ତୁରନ୍ତ ବାହାର ଯୁବକ ମାନଙ୍କୁ ଅପସାରିତ କରି ସ୍ଥାନୀୟ ସୁକିନ୍ଦା ଅଞ୍ଚଳର ଯୁବକ ମାନଙ୍କୁ ନିଯୁକ୍ତି ଦେବାକୁ ଦାବି କରିଛନ୍ତି । ଯଦି ଏ ନେଇ ତୁରନ୍ତ ପଦକ୍ଷେପ ନିଆ ନଯାଏ ତେବେ ଆଗାମୀ ଦିନରେ ସ୍ଥାନୀୟ ଜନସାଧାରଣଙ୍କ ସହିତ ମିଶି ଶ୍ରମିକ ସଂଘ ବିରାଟ ଜନ ଆନ୍ଦୋଳନ କରିବାକୁ ବାଧ୍ୟ ହେବ ବୋଲି ମଧ୍ୟ ଚେତାବନୀ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ଘଡାଇ ।

Leave a comment

Your email address will not be published. Required fields are marked *