Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଖଣ୍ଡରା ପଞ୍ଚାୟତର ପୂର୍ବତନ ମହିଳା ସରପଞ୍ଚଙ୍କ ପରଲୋକ, ପଞ୍ଚାୟତରେ ଶୋକର ଛାୟା

ଖଣ୍ଡରା ପଞ୍ଚାୟତର ପୂର୍ବତନ ମହିଳା ସରପଞ୍ଚଙ୍କ ପରଲୋକ, ପଞ୍ଚାୟତରେ ଶୋକର ଛାୟା

ଓଡ଼ିଶା ଲିଡ୍ସ(ଦଶରଥପୁର): ଦଶରଥପୁର ବ୍ଲକ ଖଣ୍ଡରା ପଞ୍ଚାୟତର ପୂର୍ବତନ ମହିଳା ସରପଞ୍ଚ ସ୍ନେହଲତା ଦାସଙ୍କର ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା । ଆଜି ପୂର୍ବାହ୍ନ ପ୍ରାୟ ୧୦ଘଟିକା ସମୟରେ ତାଙ୍କର ପରଲୋକ ହୋଇଛି। ଆଜି ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ଶ୍ରୀମତୀ ଦାସ ୧୯୯୭ ମସିହାରୁ ୨୦୦୨ ପର୍ଯ୍ୟନ୍ତ ଖଣ୍ଡରା ପଞ୍ଚାୟତର ସରପଞ୍ଚ ଭାବେ ଦାୟୀତ୍ୱରେ ଥିଲେ। ୧୯୯୯ ମସିହା ମହାବାତ୍ୟା ସମୟରେ ତାଙ୍କ କାର୍ଯ୍ୟ ପାଇଁ ସେ ପଞ୍ଚାୟତ ଜନସାଧାରଣଙ୍କ ପ୍ରିୟ ହୋଇ ପାରିଥିଲେ । ଜଣେ ମିଷ୍ଟଭାଷୀ, ବନ୍ଧୁବତ୍ସଳ, ଈଶ୍ୱର ବିଶ୍ୱାସୀ ମହିଳା ଭାବେ ସେ ବେଶ ପରିଚିତ ଥିଲେ । ତାଙ୍କ ମୃତ୍ୟୁ ଖବର ଜାଣି ଖଣ୍ଡରା ସରପଞ୍ଚ କୁଞ୍ଜବିହାରୀ ଦାସ, ସମିତିସଭ୍ୟ ରମାକାନ୍ତ ସେଠୀ, ପୂର୍ବତନ ସରପଞ୍ଚ ଚିତ୍ତରଞ୍ଜନ ସାହୁ, ମାଧବୀ ଯେନା, ଶିକ୍ଷାବିତ ଦେବ ଦିବାକର ବିହାରା, ସମାଜସେବୀ ଶିବପ୍ରସାଦ ପଣ୍ଡା, କାଜଲ ସାହୁ, ଯଦୁନାଥ ସାହୁ, ରବିନାରାୟଣ ଧଳ, ବିଜେପି ନେତା ଶ୍ରୀନିବାସ ପରିଡା, ତପନ ଯେନା, ସ୍ବଦେଶ ଜେନା, ଆଶୁତୋଷ ସାହୁ, ତରୁଣ ସ୍ୱାଇଁଙ୍କ ସମେତ ବହୁ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଥିଲେ। ତାଙ୍କ ବିୟୋଗରେ ବିଜେଡି ଉପ ସଭାପତି ପ୍ରଣବ ପ୍ରକାଶ ଦାସ, ବିଧାୟିକା ସୁଜାତା ସାହୁ, ଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ର, ବରିଷ୍ଠ ବିଜେଡି ନେତା କର୍ଣ୍ଣାଟ କେଶରୀ ଦାସ, ବରିଷ୍ଠ ବିଜେପି ନେତା ଗୌତମ ରାୟ ପ୍ରମୁଖ ଗଭୀର ଶୋକବ୍ୟକ୍ତ କରିଛନ୍ତି । ପୁରୀ ସ୍ୱର୍ଗ ଦ୍ୱାର ଠାରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା ବେଳେ ଏକମାତ୍ର ପୁତ୍ର ସୂର୍ଯ୍ୟ ନାରାୟଣ ଦାସ ମୁଖାଗ୍ନି ଦେଇଥିଲେ।

Leave a comment

Your email address will not be published. Required fields are marked *