ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ବ୍ଲକ ବାରଗଡିଆ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଖଣ୍ଡୁରାଇଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସେଠାରେ ମାଙ୍କ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରି ଆଶିର୍ବାଦ କାମନା କରିଥିଲେ ଇଂ ଘଡାଇ । ମା’ ଖଣ୍ଡୁରାଇଙ୍କ ସମସ୍ତଙ୍କୁ ସୁଖ ସମୃଦ୍ଧି ପ୍ରଦାନ କରନ୍ତୁ ବୋଲି କହିଛନ୍ତି ଇଂ ଘଡାଇ ।




















