orissaleads

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

Blog Post

orissaleads > ରାଜ୍ୟ > ଖରା ବଢ଼ିଲେ ବନ୍ଦ ହେବ ଅଙ୍ଗନବାଡ଼ି, ପିଲାଙ୍କ ଖାଦ୍ୟ ଘରକୁ ପଠାଯିବ: ମନ୍ତ୍ରୀ

ଖରା ବଢ଼ିଲେ ବନ୍ଦ ହେବ ଅଙ୍ଗନବାଡ଼ି, ପିଲାଙ୍କ ଖାଦ୍ୟ ଘରକୁ ପଠାଯିବ: ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଖରା ନିଜର ପ୍ରକୋପ ଦେଖାଇବା ଆରମ୍ଭ କରିଛି । ପ୍ରବଳ ଖରା ସାଙ୍ଗକୁ ରାଜ୍ୟରେ ପ୍ରବଳ ଗୁଳୁଗୁଳି ଅନୁଭୁତ ହେଉଛି । ଦିନ ୮ଟା ବେଳୁ ଟାଣ ଖରା ଯୋଗୁଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି । ପଶ୍ଚିମ ଓଡ଼ିଶାରେ ଦିନକୁ ଦିନ ସ୍ଥିତି ଗମ୍ଭୀର ହେଉଛି । ରାଜ୍ୟରେ ଏବେ ସକାଳୁଆ ସ୍କୁଲ ଚାଲିଥିବା ବେଳେ ପିଲାମାନେ ସାଢ଼େ ୧୦ଟାରେ ଘରକୁ ଫେରିବା ବେଳେ ନୟାନ୍ତ ହୋଇ ପଡୁଛନ୍ତି । ଅଭିଭାବକମାନେ ଛୋଟ ପିଲାମାନଙ୍କୁ ସ୍କୁଲକୁ ଆଣିବାକୁ ଯାଇ ମଧ୍ୟ ନୟାନ୍ତ ହୋଇ ପଡୁଛନ୍ତି । ଏଭଳି ପରିସ୍ଥିତିରେ ଗ୍ରୀଷ୍ମକାଳନୀ ଛୁଟି ଘୋଷଣା କରାଯିବାକୁ ବିଭିନ୍ନ ମହଲରୁ ଦାବି ହେଉଛି ।

ଏହାକୁ ନେଇ ରାଜ୍ୟ ସରକାର ତୁରନ୍ତ ନିଷ୍ପତ୍ତି ନିଆଯିବ ବୋଲି ଘୋଷଣା କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖରାଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ପ୍ରସ୍ତାବ ଦିଆଯାଇଛି।

ଖରା ବଢ଼ିଲେ ଅଙ୍ଗନବାଡ଼ି ବନ୍ଦ କରାଯିବ। ଛୁଆଙ୍କ ଖାଦ୍ୟ ଘରକୁ ପଠାଇବାର ବ୍ୟବସ୍ଥା କରାଯିବ। ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ନିର୍ଦ୍ଦେଶନାମା ଜାରି କରାଯିବ। ଏ ସମ୍ପର୍କରେ ଆଜି ସନ୍ଧ୍ୟାରେ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି ।

Leave a comment

Your email address will not be published. Required fields are marked *