Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ଗଜାନନଙ୍କ ପୂଜା ଯୋଗୁଁ ଉତ୍ସବ ମୁଖର କୃଷ୍ଣପ୍ରସାଦ ଅଞ୍ଚଳ

ଗଜାନନଙ୍କ ପୂଜା ଯୋଗୁଁ ଉତ୍ସବ ମୁଖର କୃଷ୍ଣପ୍ରସାଦ ଅଞ୍ଚଳ

ଓଡ଼ିଶା ଲିଡ୍ସ(କୃଷ୍ଣପ୍ରସାଦ): ଅଗ୍ରପୂଜ୍ୟ, ବିଘ୍ନ ବିନାଶକ ଗଜାନନଙ୍କ ପୂଜା ଉତ୍ସବ କୃଷ୍ଣପ୍ରସାଦ ବ୍ଳକ ଅଞ୍ଚଳରେ ଆନନ୍ଦ ଉଲ୍ଲାସର ସହ ପାଳିତ ହେଉଛି । ବିଭିନ୍ନ ଅନୁଷ୍ଠାନ ଓ ଶିକ୍ଷା ଅନୁଷ୍ଠାନ ପରିସରରେ ପ୍ରଭୁ ଗଜାନନଙ୍କ ମୃଣ୍ମୟ ମୂର୍ତ୍ତି ପୂଜା ପାଉଛନ୍ତି । ବିଭିନ୍ନ ପୂଜା ମଣ୍ଡପରେ ଗଜାନନଙ୍କ ମୃଣ୍ମୟ ମୂର୍ତ୍ତି ପୂଜା ପାଉଥିବା ବେଳେ ରଙ୍ଗୀନ ଆଲୋକ ମାଳାରେ ପୂଜା ମଣ୍ଡପ ଗୁଡିକ ଝଲସି ଉଠୁଛି । ବିଭିନ୍ନ ସ୍ଥାନରେ ଗଜାନନଙ୍କ ପୂଜା ଉତ୍ସବ ଯୋଗୁଁ କୃଷ୍ଣପ୍ରସାଦ ବ୍ଳକ ଅଞ୍ଚଳର ପୁରପଲ୍ଲୀ ଉତ୍ସବ ମୁଖର ହୋଇଉଠିଛି । ଏହି ଅବସରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଉଛି । ତେବେ ଚଳିତ ବର୍ଷ ଠାରୁ ପ୍ରଥମ କରି ସିଆଣ୍ଡି ପଞ୍ଚାୟତ ପାଟପୁର ଠାରେ ଗଜାନନଙ୍କ ପୂଜା ଉତ୍ସବ ଧୂମଧାମରେ ଆରମ୍ଭ ହୋଇଛି । ପାଟପୁର ଗ୍ରାମର ପୁଜା କମିଟି ଏବଂ କ୍ଲବ ପିଲାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ପୂଜା ଉତ୍ସବରେ ଜିଲ୍ଲା ପରିଷଦ ସଭ୍ୟ ଲକ୍ଷ୍ମିଧର ସାହୁ ଉତ୍ସବରେ ଯୋଗ ଦେଇ କମିଟି ସଦସ୍ୟ ମାନଙ୍କୁ ଉତ୍ସାହିତ କରିଥିଲେ। ଅଧ୍ୟାପକ ମଧୁସୂଦନ ସାହୁ, ଖିତିଶ୍ବର ବିଶ୍ବାଳ, ଦେବେନ୍ଦ୍ର ଡାଳିକିଆ, ଭରତ ଡାଳିକିଆ, ଗୋଲକ ମହାରଣାଙ୍କ ସମେତ ଆଖପାଖ ଅଞ୍ଚଳରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ କାମନା କରିଥିଲେ । ପ୍ରାୟତଃ ଶହେରୁ ଉର୍ଦ୍ଧ ପୂଜା ମଣ୍ଡପରେ ପ୍ରଭୁ ଗଜାନନ ପୂଜା ପାଉଥିବା ଜଣାପଡିଛି । ସବୁଠି ଉତ୍ସବର ମାହୋଲ ପରିଲକ୍ଷିତ ହୋଇଥିବା ବେଳେ ପାଗ ଅନୁକୂଳ ଥିବାରୁ ସନ୍ଧ୍ୟା ସମୟରେ ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ଦେଖିବାକୁ ପୂଜା ମଣ୍ଡପ ନିକଟରେ ଜନସାଧାରଣଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା । ଆସନ୍ତା ୩ ଦିନ ପରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି ବିଭିନ୍ନ ପୂଜା କମିଟିର କର୍ମକର୍ତ୍ତାଙ୍କ ଠାରୁ ପ୍ରକାଶ । ସେହିଭଳି ଶାନ୍ତି ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କୃଷ୍ଣପ୍ରସାଦ ପୋଲିସ ଉପଖଣ୍ଡ ଅଧିକାରୀଙ୍କ ନିର୍ଦେଶ କ୍ରମେ ଡିଜେ ସାଉଣ୍ଡ, ଶୋଭାଯାତ୍ରା ଉପରେ କଟକଣା ଲାଗୁ କରାଯାଇଥିବା ବେଳେ ସବୁଠି ପରିବେଶ ଶାନ୍ତ ଥିବା ସୂଚନା ମିଳିଛି ।

Leave a comment

Your email address will not be published. Required fields are marked *