Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଗଞ୍ଜାମ ଜିଲ୍ଲାରେ ବିଶ୍ୱ ପରିବେଶ ଦିବସ ପାଳିତ: ସବୁଜ ପୃଥିବୀ ଗଠନ ପାଇଁ ଆହ୍ୱାନ

ଗଞ୍ଜାମ ଜିଲ୍ଲାରେ ବିଶ୍ୱ ପରିବେଶ ଦିବସ ପାଳିତ: ସବୁଜ ପୃଥିବୀ ଗଠନ ପାଇଁ ଆହ୍ୱାନ

ଓଡ଼ିଶା ଲିଡ୍ସ(ଗଞ୍ଜାମ): ଆଜି ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ସରକାରୀ, ବେସରକାରୀ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ସ୍ୱେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଏହି ଦିବସ ପାଳିତ ହୋଇ ଯାଇଛି । ପରିବେଶ ସୁରକ୍ଷା, ବୃକ୍ଷରୋପଣ, ପ୍ଲାଷ୍ଟିକ ବର୍ଜନ ଓ ପରିଷ୍କାର-ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେଇ ରାଲି, ଶପଥ ପାଠ ଓ ସଚେତନତା ସଭାମାନ ଆୟୋଜିତ ହୋଇଥିଲା । ବୃଦ୍ଧି ପାଉଥିବା ପ୍ରଦୂଷଣ, ଜଙ୍ଗଲ ନଷ୍ଟ ଏବଂ ଜଳବାୟୁ ପରିବର୍ତ୍ତନ ମାନବ ସମାଜ ପାଇଁ ବଡ଼ ଆହ୍ୱାନ ସୃଷ୍ଟି କରିଛି । ତେଣୁ ପରିବେଶର ସନ୍ତୁଳନ ରକ୍ଷା ପାଇଁ ପ୍ରତ୍ୟେକ ନାଗରିକଙ୍କ ସକ୍ରିୟ ଭୂମିକା ଗ୍ରହଣ କରିବାର ଆବଶ୍ୟକତା ରହିଛି । ଏହି ଅବସରରେ ବୁଗୁଡ଼ା ବ୍ଲକ ଗୋଲାମୁଣ୍ଡୁଳା ଗ୍ରାମରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବୁଗୁଡ଼ା ବିଜ୍ଞାପିତ ଅଞ୍ଚକ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ବିଭୁତି ଭୂଷଣ ବେହେରା, ନଗର ପାଳ ଚିତ୍ରସେନ ପ୍ରଧାନ ଉପସ୍ଥିତ ରହି ଚାରାରୋପଣ କରିଥିବା ବେଳେ ବୁଗୁଡ଼ା ବ୍ଲକ ସମସ୍ତ ପଞ୍ଚାୟତରେ ମଧ୍ୟ ବୃକ୍ଷ ରୋପଣ ସହ ପ୍ଲାଷ୍ଟିକ ବ୍ୟବହାର କମାଇବା ଏବଂ ସବୁଜ ପରିବେଶ ଗଠନ ପାଇଁ ଆହ୍ୱାନ ଦିଆଯାଇଥିଲା। ଗଛ କେବଳ ଅମ୍ଳଜାନ ଯୋଗାଇ ନଥାଏ, ବରଂ ପରିବେଶର ସନ୍ତୁଳନ ରକ୍ଷା, ମାଟି କ୍ଷୟ ରୋକିବା ଓ ଜୈବ ବିବିଧତା ସଂରକ୍ଷଣରେ ମଧ୍ୟ ସହାୟକ ହୋଇଥାଏ। ତେଣୁ ସମସ୍ତେ ପ୍ରତିବର୍ଷ ଅତି କମରେ ଗୋଟିଏ ଗଛ ଲଗାଇ ତାହାର ଯତ୍ନ ନେବା ପାଇଁ ସଚେତନ କରାଯାଇଥିଲା ।

Leave a comment

Your email address will not be published. Required fields are marked *