Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ପୁରୀ > ଗୋମାତାଙ୍କ ସୁରକ୍ଷା ପ୍ରତି ସମସ୍ତଙ୍କ ଦାୟିତ୍ୱ ରହିଛି

ଗୋମାତାଙ୍କ ସୁରକ୍ଷା ପ୍ରତି ସମସ୍ତଙ୍କ ଦାୟିତ୍ୱ ରହିଛି

ଓଡ଼ିଶା ଲିଡ୍ସ(କୃଷ୍ଣପ୍ରସାଦ): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ କୃଷ୍ଣପ୍ରସାଦର ସୁରଭୀ ଗୋସେବା କେନ୍ଦ୍ର ଏବଂ ଗୋସେବକ ଗୋ ସମ୍ମାନ ଆହ୍ଵାନ ଅଭିଯାନ ପକ୍ଷରୁ ଏକ ବ୍ୟାପକ ସଚେତନତା ଓ ସେବା କାର୍ଯ୍ୟାକ୍ରମ ଗ୍ରହଣ କରାଯାଇଛି । ଗୋମାତାଙ୍କ ସେବା ପାଇଁ ନିଜର ଘରଦ୍ଵାର ତ୍ୟାଗ କରି ଦେଢ଼ ବର୍ଷରୁ ଅଧିକ ସମୟ ଧରି ନିରନ୍ତର ସେବାରେ ବ୍ରତୀ ରହିଥିବା ମହାରାଜ ଜୀ, ଭୂପେନ୍ଦ୍ର ପ୍ରଭୁ ଜୀ ଏବଂ ଜ୍ଞାନ ଭାଇଙ୍କ ସମେତ ସମ୍ପୂର୍ଣ୍ଣ ଟିମ୍ ଏହି ଅଭିଯାନରେ ଉପସ୍ଥିତ ରହି ପ୍ରଶଂସନୀୟ ଉଦାହରଣ ସୃଷ୍ଟି କରିଛନ୍ତି । ଗୋମାତାଙ୍କ ସୁରକ୍ଷା ଓ ସମ୍ମାନ ପାଇଁ ଓଡ଼ିଶାର ପ୍ରତ୍ୟେକ କୋଣରୁ ସଚେତନ ଭାଇମାନେ ଏକାଠି ହୋଇ ଏହି ଅଭିଯାନରେ ସାମିଲ ହୋଇଛନ୍ତି । ଗୋ ସେବାକୁ ଅଧିକ ତ୍ଵରାନ୍ୱିତ ଏବଂ ପ୍ରଭାବଶାଳୀ କରିବା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ‘ଟ୍ରିଟମେଣ୍ଟ ଟିମ୍’ ଏବଂ ‘ରେସ୍କୁ ଟିମ୍’ ମଧ୍ୟ ଗଠନ କରାଯାଇଛି । ଯାହାକି ଅସହାୟ, ଦୁର୍ବଳ ଓ ରୋଗଗ୍ରସ୍ତ ଗୋମାତାଙ୍କୁ ତୁରନ୍ତ ଚିକିତ୍ସା ଏବଂ ସହାୟତା ଯୋଗାଇବାରେ ଲାଗିଛି । ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରି ବକ୍ତାମାନେ ଜଣାଇଛନ୍ତି ଯେ, ଆଗାମୀ ଡିସେମ୍ବର ୧୭ ତାରିଖ ଦିନ ଗୋଚର ଜମିର ସୁରକ୍ଷା ଏବଂ ସମ୍ବିଧାନ ସଂଶୋଧନ ଆମେଣ୍ଡମେଣ୍ଟ ପ୍ରସଙ୍ଗକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଦାବିପତ୍ର ପ୍ରଦାନ କରାଯିବ । ଗୋଚର ଜମିଗୁଡ଼ିକ କେବଳ ଗୋ ଚାରଣ ଓ ଗୋଶାଳା ପାଇଁ ବ୍ୟବହାର ହେଉ ବୋଲି ଏହି ଅଭିଯାନର ଅନ୍ୟତମ ପ୍ରମୁଖ ଦାବି । ଯେଉଁ ବ୍ୟକ୍ତିମାନେ ନିଜର ଦୈନନ୍ଦିନ ଜୀବନରେ କ୍ଷୀର, ଦହି, ପନିର ଇତ୍ୟାଦି ଦୁଗ୍ଧଜାତ ଦ୍ରବ୍ୟ ସେବନ କରୁଛନ୍ତି, ସେମାନଙ୍କର ମଧ୍ୟ ଗୋମାତାଙ୍କ ପ୍ରତି ଏକ ସ୍ୱତନ୍ତ୍ର ନୈତିକ କର୍ତ୍ତବ୍ୟ ରହିଛି ବୋଲି ବକ୍ତାମାନେ ପ୍ରକାଶ କରିଛନ୍ତି। ଗୋମାତାଙ୍କର ସୁରକ୍ଷା ଓ ସମ୍ମାନ ପାଇଁ ଦଳମତ ନିର୍ବିଶେଷରେ ସମସ୍ତ ସଚେତନ ନାଗରିକଙ୍କୁ ଏହି ମହାନ ଅଭିଯାନରେ ଯୋଗଦେବାକୁ ବିନମ୍ର ଅନୁରୋଧ କରାଯାଇଛି । କାର୍ଯ୍ୟକ୍ରମକୁ ଗୋ ପୁତ୍ର ପରିବାର କୃଷ୍ଣପ୍ରସାଦର କର୍ମକର୍ତ୍ତା ଓ ସଦସ୍ୟ ମାନେ ପରିଚାଳନା କରିଥିଲେ ।

Leave a comment

Your email address will not be published. Required fields are marked *