Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଗ୍ରାମାଞ୍ଚଳରେ ପ୍ରସ୍ତୁତ ବ୍ୟାକେରି ସୁରକ୍ଷିତ ତ ?

ଗ୍ରାମାଞ୍ଚଳରେ ପ୍ରସ୍ତୁତ ବ୍ୟାକେରି ସୁରକ୍ଷିତ ତ ?

ଓଡିଶା ଲିଡ୍ସ(ଯାଜପୁର): ଏବେ ଗ୍ରାମାଞ୍ଚଳରେ ବିଭିନ୍ନ ସ୍ଥାନରେ କେକ, ପାଉଁରୁଟି, ବିଭିନ୍ନ ପ୍ରକାର ବିସ୍କୁଟ ପ୍ରସ୍ତୁତ କରାଯାଇ ବିକ୍ରି କରାଯାଉଛି । ପ୍ରତିଷ୍ଠିତ କେକ କମ୍ପାନୀ ଗୁଡିକ ଦ୍ୱାରା ବିକ୍ରି ହେଉଥିବା କେକର ମୂଲ୍ୟ ଠାରୁ ଏହା ବହୁତ କମ । ତେଣୁ ଗ୍ରାମାଞ୍ଚଳରେ ଏହାର ବ୍ୟାପକ ବିକ୍ରି ମଧ୍ୟ ହେଉଛି । ଜିଲ୍ଲାରେ ଏବେ ଝାଡ଼ା ବାନ୍ତି ରୋଗ ବ୍ୟାପିଥିଲା ବେଳେ ଏହି ସବୁ ଜିନିଷ ପ୍ରସ୍ତୁତ କରୁଥିବା ବ୍ୟକ୍ତି ଏବେ ମଧ୍ୟ ଏହାକୁ ପ୍ରସ୍ତୁତ କରି ବିକ୍ରି କରୁଛନ୍ତି । ଅତ୍ୟନ୍ତ ଅସ୍ୱାସ୍ଥ୍ୟକର ପରିବେଶରେ ଅତି ନିମ୍ନମାନର ଜିନିଷରେ ଏହା ପ୍ରସ୍ତୁତ ହେଉଛି ଓ ବିଭିନ୍ନ ଜାଗାରେ ବିକ୍ରି କରାଯାଉଛି । ବର୍ତ୍ତମାନ ସମୟରେ ଏହା କେତେ ସୁରକ୍ଷିତ ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି । ଜିଲ୍ଲା ପ୍ରଶାସନ ମିଠା ଦୋକାନ ଠାରୁ ନେଇ ମାଛ ମାଂସ ବ୍ୟବସାୟ ବନ୍ଦ କରିଥିଲା ବେଳେ ଏହାକୁ ପ୍ରସ୍ତୁତ କରୁଥିବା ବ୍ୟବସାୟୀଙ୍କୁ କାହିଁକି ଖୋଲା ଛାଡିଛନ୍ତି ତାକୁ ନେଇ ପ୍ରଶ୍ନ ଉଠିଛି । ଏହାକୁ ପ୍ରସ୍ତୁତ କରୁଥିବା ବ୍ୟବସାୟୀଙ୍କ ଉପରେ ପ୍ରଶାସନ ପଦକ୍ଷେପ ନେବା ଜରୁରୀ ବୋଲି ମତ ପ୍ରକାଶ ପାଇଛି ।

Leave a comment

Your email address will not be published. Required fields are marked *