orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଘନଉଛି ବିବାଦ: ହ୍ୟୁମାନ୍‌ ସାଗରଙ୍କ ଦୁଇ ମ୍ୟାନେଜରଙ୍କ ନାଆଁରେ ଥାନାରେ ଏତଲା

ଘନଉଛି ବିବାଦ: ହ୍ୟୁମାନ୍‌ ସାଗରଙ୍କ ଦୁଇ ମ୍ୟାନେଜରଙ୍କ ନାଆଁରେ ଥାନାରେ ଏତଲା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗାୟକ ହ୍ୟୁମାନ୍‌ ସାଗରଙ୍କ ମୃତ୍ୟୁର କାରଣ ରାଜ୍ୟବାସୀ ଖୋଜୁଥିଲା ବେଳେ ତାଙ୍କ ଦୁଇ ମ୍ୟାନେଜରଙ୍କ ନାଆଁରେ ବଲାଙ୍ଗୀର ଟାଉନ୍‌ ଥାନାରେ ଲିଖିତ ଅଭିଯୋଗ ହୋଇଛି । ହ୍ୟୁମାନଙ୍କ ମୃତ୍ୟୁ ପରେ ତାଙ୍କ ମା ପ୍ରତିକ୍ରିୟା ଦେଇଥିଲେ । ହେଲେ ସେଠାରେ ଉପସ୍ଥିତ ଥିବା କିଛି ବ୍ୟକ୍ତି ତାଙ୍କ ମା’ଙ୍କୁ ଗାଳିଗୁଲଜ କରିଥିଲେ । ହ୍ୟୁମାନଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିବାର ଅଭିଯୋଗ ତାଙ୍କ ମା କରିଥିଲା ବେଳେ ରାଜ୍ୟବାସୀ ମଧ୍ୟ ହ୍ୟୁମାନଙ୍କ ମୃତ୍ୟୁକୁ ସନ୍ଦେହ ଚକ୍ଷୁରେ ଦେଖୁଛନ୍ତି । ଦିନକୁ ଦିନ ଏହି ବିବାଦ ଘନଉଥିଲା ବେଳେ ଲୋକପ୍ରିୟ ଗାୟକ ହ୍ୟୁମାନ୍‌ ସାଗରଙ୍କ ମ୍ୟାନେଜରଙ୍କ ନାଆଁରେ ବଲାଙ୍ଗୀର ଟାଉନ୍‌ ଥାନାରେ ଏତଲା ଦିଆଯାଇଛି। ହ୍ୟୁମାନ ସାଗରଙ୍କ ମା’ଙ୍କୁ ଗାଳିଗୁଲଜ କରିବା ଓ ହ୍ୟୁମାନଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିବାର ଅଭିଯୋଗ ଆସିଛି। ଏନେଇ କୋଶଳ ମୁକ୍ତିମୋର୍ଚ୍ଚା ପକ୍ଷରୁ ହ୍ୟୁମାନ ସାଗରଙ୍କ ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଆଁରେ ବଲାଙ୍ଗୀର ଟାଉନ୍‌ ଥାନାରେ ଏତଲା ଦିଆଯାଇଛି। କୋଶଳ ମୁକ୍ତିମୋର୍ଚ୍ଚାର ସାଧାରଣ ସଂପାଦକ ସିପୁନ ଖମାରୀ ଏନେଇ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ହ୍ୟୁମାନ୍‌ ସାଗରଙ୍କ ମ୍ୟାନେଜରଙ୍କ ନାଆଁରେ ବଲାଙ୍ଗୀର ଟାଉନ୍‌ ଥାନାରେ ଏତଲା ଦିଆଯାଇଛି। ତାଙ୍କ ମୃତ୍ୟୁ ଘଟଣାର ତଦନ୍ତ ଦାବି କରିଛି ସଂଗଠନ।

Leave a comment

Your email address will not be published. Required fields are marked *