orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ରାଜ୍ୟ > ଘାସିରାମ ମାଝୀ ନୂଆପଡ଼ା ଉପ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ

ଘାସିରାମ ମାଝୀ ନୂଆପଡ଼ା ଉପ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତା ମାସ ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ତାରିଖ ଘୋଷଣା ହୋଇଛି । ଶାସକ ବିଜେପି ଓ ଵିରୋଧି ଦଳ ବିଜେଡି ନିଜ ଦଳର ପ୍ରାର୍ଥୀ ଘୋଷଣା ପୂର୍ବରୁ କଂଗ୍ରେସ ଦଳ ନିଜର ପ୍ରାର୍ଥୀ ଘୋଷଣା କରିଛି । ଗତ ନିର୍ବାଚନରେ କରିଥିବା ଭୁଲ ସୁଧାରିବାକୁ ଯାଇ କଂଗ୍ରେସ ପୂର୍ବତନ ବିଧାୟକ ତଥା ଅନୁଭବୀ ନେତା ଘାସିରାମ ମାଝୀଙ୍କ ନାମରେ ମୋହର ମାରିଛି । ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ଘାସିରାମଙ୍କ ନାମ ଘୋଷଣା ହୋଇଛି ।

୨୦୨୪ ସାଧାରଣ ନିର୍ବାଚନରେ ଘାସିରାମ ମାଝୀ କଂଗ୍ରେସରୁ ଆଶାୟୀ ପ୍ରାର୍ଥୀ ଥିଲେ ବି ତାଙ୍କୁ ଦଳ ଟିକଟ ଦେଇନଥିଲା। ସେଠାରୁ ସେତେବେଳର ପିସିସି ସଭାପତି ଶରତ ପଟ୍ଟନାୟକ ନିର୍ବାଚନ ଲଢ଼ି ଶୋଚନୀୟ ପରାଜୟ ବରଣ କରିଥିଲେ । କଂଗ୍ରେସରୁ ଟିକେଟ ନପାଇ ସ୍ବାଧିନ ପ୍ରାର୍ଥୀ ଭାବରେ ଲଢିଥିଲେ ଘାସିରାମ। ସ୍ବାଧିନ ଭାବେ ଲଢି ମଧ୍ୟ ଘାସିରାମ ୫୦ ହଜାର ୯୪୧ ଖଣ୍ଡ ଭୋଟ ପାଇଥିଲେ। ସେ ୧୦ ହଜାର ୮୮୧ ଖଣ୍ଡ ଭୋଟରେ ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ଠାରୁ ପରାଜିତ ହୋଇଥିଲେ। ଘାସିରାମ ଦ୍ବିତୀୟ ସ୍ଥାନରେ ରହି ନିଜ ଲୋକପ୍ରିୟତାର ପ୍ରମାଣ ଦେଇଥିଲା ବେଳେ ବିଜେପି ପ୍ରାର୍ଥୀ ୪୪ ହଜାର ୮୧୪ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଥିଲେ ।

କଂଗ୍ରେସରୁ ପ୍ରାର୍ଥୀ ଶରତ ପଟ୍ଟନାୟକ ମାତ୍ର ୧୫ ହଜାର ୫୦୧ ଭୋଟ ପାଇଥିଲେ। ୨୦୧୪ ଓ ୨୦୧୯ରେ ଘାସିରାମ କଂଗ୍ରେସରୁ ଟିକଟ ପାଇ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ । ତେବେ ଦୁଇଥର ଯାକ ସେ ଦ୍ବିତୀୟ ସ୍ଥାନରେ ହିଁ ରହିଥିଲେ। ୨୦୨୪ ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିଲା ବେଳେ ସେ ପ୍ରତି ଦଳିତ ପରିବାରଠାରୁ ୫୦ ଟଙ୍କା ଓ ଏକ କେଜି ଚାଉଳ ମାଗି ନିର୍ବାଚନ ପାଇଁ ପାଣ୍ଠି ଯୋଗାଡ କରି ଚର୍ଚ୍ଚା ସୃଷ୍ଟି କରିଥିଲେ । ଜଣେ ପ୍ରଭାବଶାଳୀ ଆଦିବାସୀ ନେତା ଭାବେ ଘାସିରାମଙ୍କର ନୂଆପଡ଼ାରେ ବେଶ ଲୋକପ୍ରିୟତା ଏବଂ ପତିଆରା ମଧ୍ୟ ରହିଛି ।

ରାଜ୍ୟର ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପାଇଁ ନୂଆପଡା ଉପ ନିର୍ବାଚନ ବେଶ ଆହ୍ୱାନ ସୃଷ୍ଟି କରିଛି । ତିନି ଦଳ ନିର୍ବାଚନ ଜିତିବାକୁ ରଣନୀତି ଆରମ୍ଭ କରିଛନ୍ତି ।

Leave a comment

Your email address will not be published. Required fields are marked *