Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଘାସିରାମ ମାଝୀ ନୂଆପଡ଼ା ଉପ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ

ଘାସିରାମ ମାଝୀ ନୂଆପଡ଼ା ଉପ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତା ମାସ ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ତାରିଖ ଘୋଷଣା ହୋଇଛି । ଶାସକ ବିଜେପି ଓ ଵିରୋଧି ଦଳ ବିଜେଡି ନିଜ ଦଳର ପ୍ରାର୍ଥୀ ଘୋଷଣା ପୂର୍ବରୁ କଂଗ୍ରେସ ଦଳ ନିଜର ପ୍ରାର୍ଥୀ ଘୋଷଣା କରିଛି । ଗତ ନିର୍ବାଚନରେ କରିଥିବା ଭୁଲ ସୁଧାରିବାକୁ ଯାଇ କଂଗ୍ରେସ ପୂର୍ବତନ ବିଧାୟକ ତଥା ଅନୁଭବୀ ନେତା ଘାସିରାମ ମାଝୀଙ୍କ ନାମରେ ମୋହର ମାରିଛି । ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ଘାସିରାମଙ୍କ ନାମ ଘୋଷଣା ହୋଇଛି ।

୨୦୨୪ ସାଧାରଣ ନିର୍ବାଚନରେ ଘାସିରାମ ମାଝୀ କଂଗ୍ରେସରୁ ଆଶାୟୀ ପ୍ରାର୍ଥୀ ଥିଲେ ବି ତାଙ୍କୁ ଦଳ ଟିକଟ ଦେଇନଥିଲା। ସେଠାରୁ ସେତେବେଳର ପିସିସି ସଭାପତି ଶରତ ପଟ୍ଟନାୟକ ନିର୍ବାଚନ ଲଢ଼ି ଶୋଚନୀୟ ପରାଜୟ ବରଣ କରିଥିଲେ । କଂଗ୍ରେସରୁ ଟିକେଟ ନପାଇ ସ୍ବାଧିନ ପ୍ରାର୍ଥୀ ଭାବରେ ଲଢିଥିଲେ ଘାସିରାମ। ସ୍ବାଧିନ ଭାବେ ଲଢି ମଧ୍ୟ ଘାସିରାମ ୫୦ ହଜାର ୯୪୧ ଖଣ୍ଡ ଭୋଟ ପାଇଥିଲେ। ସେ ୧୦ ହଜାର ୮୮୧ ଖଣ୍ଡ ଭୋଟରେ ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ଠାରୁ ପରାଜିତ ହୋଇଥିଲେ। ଘାସିରାମ ଦ୍ବିତୀୟ ସ୍ଥାନରେ ରହି ନିଜ ଲୋକପ୍ରିୟତାର ପ୍ରମାଣ ଦେଇଥିଲା ବେଳେ ବିଜେପି ପ୍ରାର୍ଥୀ ୪୪ ହଜାର ୮୧୪ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଥିଲେ ।

କଂଗ୍ରେସରୁ ପ୍ରାର୍ଥୀ ଶରତ ପଟ୍ଟନାୟକ ମାତ୍ର ୧୫ ହଜାର ୫୦୧ ଭୋଟ ପାଇଥିଲେ। ୨୦୧୪ ଓ ୨୦୧୯ରେ ଘାସିରାମ କଂଗ୍ରେସରୁ ଟିକଟ ପାଇ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ । ତେବେ ଦୁଇଥର ଯାକ ସେ ଦ୍ବିତୀୟ ସ୍ଥାନରେ ହିଁ ରହିଥିଲେ। ୨୦୨୪ ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିଲା ବେଳେ ସେ ପ୍ରତି ଦଳିତ ପରିବାରଠାରୁ ୫୦ ଟଙ୍କା ଓ ଏକ କେଜି ଚାଉଳ ମାଗି ନିର୍ବାଚନ ପାଇଁ ପାଣ୍ଠି ଯୋଗାଡ କରି ଚର୍ଚ୍ଚା ସୃଷ୍ଟି କରିଥିଲେ । ଜଣେ ପ୍ରଭାବଶାଳୀ ଆଦିବାସୀ ନେତା ଭାବେ ଘାସିରାମଙ୍କର ନୂଆପଡ଼ାରେ ବେଶ ଲୋକପ୍ରିୟତା ଏବଂ ପତିଆରା ମଧ୍ୟ ରହିଛି ।

ରାଜ୍ୟର ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପାଇଁ ନୂଆପଡା ଉପ ନିର୍ବାଚନ ବେଶ ଆହ୍ୱାନ ସୃଷ୍ଟି କରିଛି । ତିନି ଦଳ ନିର୍ବାଚନ ଜିତିବାକୁ ରଣନୀତି ଆରମ୍ଭ କରିଛନ୍ତି ।

Leave a comment

Your email address will not be published. Required fields are marked *