Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷାରେ ପଛୁଆ ବର୍ଗଙ୍କ ପାଇଁ ୧୧.୨୫% ସଂରକ୍ଷଣ- କ୍ୟାବିନେଟ ନିଷ୍ପତ୍ତି

ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷାରେ ପଛୁଆ ବର୍ଗଙ୍କ ପାଇଁ ୧୧.୨୫% ସଂରକ୍ଷଣ- କ୍ୟାବିନେଟ ନିଷ୍ପତ୍ତି

ଓଡ଼ିଶା ଲିଡ୍ସ(ବ୍ୟୁରୋ):ରାଜ୍ୟ ସରକାର କ୍ୟାବିନେଟ ବୈଠକରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିିକ୍ଷା କ୍ଷେତ୍ରରେ ପଛୁଆ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୧୧.୨୫% ସଂରକ୍ଷଣ ବ୍ୟବସ୍ଥା ଲାଗୁ କରାଯିବ । ପୂର୍ବରୁ ରାଜ୍ୟରେ ସାମାଜିକ ଓ ଆର୍ଥିକ ପଛୁଆ ବର୍ଗ(ଏସଇବିସି)ଙ୍କ ନିମନ୍ତେ ସରକାରୀ ଚାକିରିରେ ୧୧.୨୫% ସଂରକ୍ଷଣ ବ୍ୟବସ୍ଥା ଥିଲା । ହେଲେ ଉଚ୍ଚଶିକ୍ଷା କ୍ଷେତ୍ରରେ କୌଣସି ସଂରକ୍ଷଣ ବ୍ୟବସ୍ଥା ନଥିଲା ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ପଛୁଆ ବର୍ଗଙ୍କୁ ଉଚ୍ଚଶିକ୍ଷାରେ ୧୧.୨୫% ସଂରକ୍ଷଣ ସମେତ ମୋଟ ୬ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି । ଏହି ଅବସରରେ ଉଚ୍ଚଶିକ୍ଷା କ୍ଷେତ୍ରରେ ପଛୁଆ ବର୍ଗଙ୍କୁ ସଂରକ୍ଷଣ ଦେବାରେ ପୂର୍ବ ସରକାରଙ୍କ ଅବହେଳା ଓ ଜନବିରୋଧୀ ନୀତିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମାଲୋଚନା କରିଛନ୍ତି ।

ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଉଚ୍ଚଶିକ୍ଷା କ୍ଷେତ୍ରରେ ରାଜ୍ୟର ସାମାଜିକ ଓ ଆର୍ଥକ ପଛୁଆ ବର୍ଗଙ୍କୁ ୧୧.୨୫% ସଂରକ୍ଷଣ ଦେବାକୁ ରାଜ୍ୟ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଅନ୍ୟବର୍ଗର ଛାତ୍ରଛାତ୍ରୀଙ୍କୁ ଯେଭଳି ସଂରକ୍ଷଣ ମିଳୁଥିଲା ତାହା ବଜାୟ ରହିବ ବୋଲି ମଧ୍ୟ ସେ ସ୍ପଷ୍ଟ କରିଛନ୍ତି । ଅନୁସୂଚିତ ଜାତି ବର୍ଗଙ୍କୁ ୧୬.୨୫%, ଅନୁସୂଚିତ ଜନଜାତିଙ୍କୁ ୨୨.୫୦%, ଭିନ୍ନକ୍ଷମଙ୍କୁ ୫% ଓ ପୂର୍ବତନ ସେନା ପରିବାରଙ୍କୁ ୧ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ।

Leave a comment

Your email address will not be published. Required fields are marked *