orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ରାଜ୍ୟ > ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱସନା: ହତାଶ ହୁଅନ୍ତୁନି କିଣାଯିବ ସବୁ ଧାନ

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱସନା: ହତାଶ ହୁଅନ୍ତୁନି କିଣାଯିବ ସବୁ ଧାନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଧାନ ମଣ୍ଡିକୁ ନେଇ ରାଜ୍ୟରେ ଅବ୍ୟବସ୍ଥା ଲାଗି ରହିଥିଲା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି । ଚାଷୀ ଅସନ୍ତୋଷ ପ୍ରଶମିତ କରିବାକୁ କଳାହାଣ୍ଡି ଉତ୍ସବ ଘୁମୁରା ମଞ୍ଚରୁ ଚାଷୀଙ୍କୁ ଆଶ୍ବସନା ବାଣୀ ଶୁଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ ଚାଷୀଙ୍କ ଧାନ କିଣାଯିବ । ଏହା ସହିତ ଚାଷୀମାନେ ହତୋତ୍ସାହିତ ନହେବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

କଳାହାଣ୍ଡି ଉତ୍ସବ ଘୁମୁରାର ଉଦ୍‌ଯାପନୀ ଦିବସରେ ମୁଖ୍ୟମନ୍ତ୍ରୀ ସାମିଲ୍ ହୋଇଥିଲେ । ଏହା ପୂର୍ବରୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପୀଠକୁ ଯାଇ ମାଆଙ୍କୁ ଦର୍ଶନ କରି ଆଶିଷ କାମନା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧.୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ଟି ପ୍ରକଳ୍ପର ଲୋକାର୍ପଣ ମଧ୍ୟ କରିଥିଲେ ।

Leave a comment

Your email address will not be published. Required fields are marked *