ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତା ୨୨ ତାରିଖରେ ମୁମ୍ବାଇ ଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ସର୍ଭିକାଲ ଆଥ୍ରାଇଟିସ ରୋଗର ଚିକିତ୍ସା ପାଇଁ ସେ ମୁମ୍ବାଇ ଯିବେ । ମୁମ୍ବାଇର କୋକିଳା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କ ଚିକିତ୍ସା ହେବ ବୋଲି ଜଣା ଯାଇଛି ।