orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଆନ୍ତର୍ଜାତୀୟ > ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦ ବଢିବା କାରଣରୁ ଭାରତ ପାକିସ୍ତାନକୁ ପାଣି ବନ୍ଦ କରିଥିଲା । ଏବେ ପାକିସ୍ତାନକୁ ପାଣି ବନ୍ଦ କରିବ ଆଫ୍‌ଗାନିସ୍ତାନ। ଆଫଗାନ ସୂଚନା ମନ୍ତ୍ରାଳୟ ପକ୍ଷରୁ ଏଭଳି କୁହାଯାଇଛି। ଯାହା ପାକିସ୍ତାନ ଚିନ୍ତାକୁ ବଢ଼ାଇ ଦେଇଛି । ଦୁଇ ପଡୋଶୀ ରାଷ୍ଟ୍ର ସହିତ ବିବାଦ ପାକିସ୍ତାନର ଜନସାଧାରଣଙ୍କ ପାଇଁ ଚିନ୍ତାର କାରଣ ହୋଇଛି । ତାଲିବାନ ଶାସିତ ଆଫଗାନିସ୍ତାନ ଡ୍ୟାମ ନିର୍ମାଣ କରି ପାକିସ୍ତାନକୁ ପାଣି ସୀମିତ କରିବାକୁ ଯୋଜନା କରୁଛି।

କୁନାର ନଦୀରେ ଯେତେ ଶୀଘ୍ର ସମ୍ଭବ ଏକ ଡ୍ୟାମ ନିର୍ମାଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ତାଲିବାନ ସର୍ବୋଚ୍ଚ ନେତା ମୱଲାୱି ହିବାତୁଲ୍ଲା ଆଖୁନ୍ଦଜାଦା।

ପହଲଗ୍ରାମ ଆକ୍ରମଣ ପରେ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିଥିଲା ଭାରତ

ଏପ୍ରିଲ ୨୨ ତାଟିଖ ପହଲଗାମ ଆତଙ୍କବାଦୀ ଆକ୍ରମଣ ପ‌ରେ ଭାରତ ସିନ୍ଧୁ ଜଳ ଚୁକ୍ତିକୁ ସ୍ଥଗିତ ରଖିଥିଲା। ସିନ୍ଧୁ ଜଳ ଛାଡ଼ିବା ପ୍ରକ୍ରିୟାକୁ ଭାରତ ସଂପୂର୍ଣ୍ଣ ନିୟନ୍ତ୍ରଣ କରୁଥିବାରୁ ଏ ନେଇ ପାକିସ୍ତାନ ଚିନ୍ତା ପ୍ରକଟ କରିଥିଲା। ଭାରତର ଏହି ନିଷ୍ପତ୍ତିର ପୁନର୍ବିଚାର କରିବା ପାଇଁ ପାକିସ୍ତାନ ଅନୁରୋଧ କରିଥିଲା ।ଏଥିପାଇଁ ଭାରତକୁ ୪ଟି ଚିଠି ମଧ୍ୟ ଲେଖିଥିଲା ପାକିସ୍ତାନ ସରକାର । ଭାରତର ରାସ୍ତା ଧରି ଏବେ ଆଫ୍‌ଗାନିସ୍ତାନ, ପାକିସ୍ତାନଙ୍କୁ ପାଣି ବନ୍ଦ କରିବା ପାଇଁ ଡ୍ୟାମ ନିର୍ମାଣ କରିବା ଉପରେ ଗୁରୁତ୍ୱ ଦେଉଛି।

Leave a comment

Your email address will not be published. Required fields are marked *