orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଚିଲିକାରେ ଜଳପଥ ପରିବହନ ବିପର୍ଯ୍ୟସ୍ତ: ଯାତ୍ରୀଙ୍କୁ ସାତପଡ଼ା ବଦଳରେ ଜବରଦସ୍ତି ଜହ୍ନିକୁଦା ନେବା ନେଇ ଅସନ୍ତୋଷ

ଚିଲିକାରେ ଜଳପଥ ପରିବହନ ବିପର୍ଯ୍ୟସ୍ତ: ଯାତ୍ରୀଙ୍କୁ ସାତପଡ଼ା ବଦଳରେ ଜବରଦସ୍ତି ଜହ୍ନିକୁଦା ନେବା ନେଇ ଅସନ୍ତୋଷ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଚିଲିକା ହ୍ରଦରେ ସରକାରୀ ଓ ବେସରକାରୀ ଡଙ୍ଗା ଚଳାଚଳରେ ବ୍ୟାପକ ଅନିୟମିତତା ଏବଂ କର୍ମଚାରୀଙ୍କ ମନମୁଖୀ ଶାସନ ଯୋଗୁଁ ସାଧାରଣ ଯାତ୍ରୀ ଅତିଷ୍ଠ ହୋଇପଡ଼ିଛନ୍ତି। ନିର୍ଦ୍ଧାରିତ ସମୟ କୁ ଫୁ କରି ଉଡ଼ାଇ ଦେବା ସହ ଯାତ୍ରୀଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ନ ପହଞ୍ଚାଇ ଜବରଦସ୍ତି ଅନ୍ୟତ୍ର ନେଇଯିବା ଭଳି ସମ୍ବେଦନଶୀଳ ଘଟଣା ଏବେ ସାମ୍ନାକୁ ଆସିଛି।

ଆଜି ସକାଳ ସମୟରେ ସାତପଡ଼ା ଅଭିମୁଖେ ଯିବାକୁ ଥିବା ଶତାଧିକ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗାକୁ କର୍ମଚାରୀମାନେ ଜୋର ଜବରଦସ୍ତ ଜହ୍ନିକୁଦା ଅଭିମୁଖେ ନେଇ ଯାଇଥିଲେ। ଯାତ୍ରୀମାନେ ଏହାର ପ୍ରତିବାଦ କରିଥିଲେ ମଧ୍ୟ ସେମାନଙ୍କ କଥାକୁ କର୍ମଚାରୀମାନେ କର୍ଣ୍ଣପାତ କରିନଥିଲେ। ସୂଚନାଯୋଗ୍ୟ ଯେ, ସକାଳ ୫:୩୦ ସୁଦ୍ଧା ଡଙ୍ଗା ପହଞ୍ଚିବା କଥା, କିନ୍ତୁ ସମୟ ଅତିକ୍ରାନ୍ତ ହେବା ପରେ ମଧ୍ୟ ଯାତ୍ରୀମାନେ ମଝି ଚିଲିକାରେ ହଇରାଣ ହେଉଥିବା ଦେଖିବାକୁ ମିଳିଥିଲା । ଏହି ଯାତ୍ରୀଙ୍କ ମଧ୍ୟରେ ଅନେକ ସରକାରୀ କର୍ମଚାରୀ, ଦିନ ମଜୁରିଆ ଏବଂ ଜରୁରୀ କାମରେ ଯାଉଥିବା ବ୍ୟକ୍ତି ବିଶେଷ ରହିଥିଲେ । ଡଙ୍ଗା କର୍ମଚାରୀଙ୍କ ଏଭଳି ଦାୟିତ୍ୱହୀନତା ଏବଂ ପ୍ରଶାସନର ନିରବତାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (CDA) ଏବଂ ଜିଲ୍ଲା ପ୍ରଶାସନ ଏହି ଘଟଣାର ତୁରନ୍ତ ତଦନ୍ତ କରି ଦୋଷୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବୀ ହୋଇଛି ।

Leave a comment

Your email address will not be published. Required fields are marked *