orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ଜିଲ୍ଲା > ଯାଜପୁର > ଚୋରା ବାଲି ଗାଡି ଜବତ,ଡ୍ରାଇଭର ଗିରଫ

ଚୋରା ବାଲି ଗାଡି ଜବତ,ଡ୍ରାଇଭର ଗିରଫ

ଓଡ଼ିଶା ଲିଡ୍ସ(ଯାଜପୁର):ରସୁଲପୁର ତହସିଲ ଅନ୍ତର୍ଗତ ବ୍ରହ୍ମବରଦା ଅଞ୍ଚଳ ଏବେ ବାଲି ମାଫିଆଙ୍କ ଭୂସ୍ୱର୍ଗ ପାଲଟିଛି। ସ୍ପଷ୍ଟ ଦିବାଲୋକରେ ମାଫିଆମାନେ ବିପୁଳ ବାଲି ଲୁଟ କରୁଛନ୍ତି । ବାରମ୍ବାର ଅଭିଯୋଗ ପରେ ଗତକାଲି ବିଳମ୍ବିତ ରାତ୍ରିରେ ବ୍ରହ୍ମବରଦା ପୋଲିସ ପଦକ୍ଷେପ ନେଇଛି । ପୋଲିସ ମାଛ ମାର୍କେଟ ନିକଟରୁ ଏକ ଚୋରା ବାଲି ବୋଝେଇ ହାଇୱା ଗାଡି ଜବତ କରିଛି । ପୋଲିସ ମାମଲା ରୁଜୁ କରିବା ସହିତ ଡ୍ରାଇଭରକୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଡ୍ରାଇଭର ଜଣକ କୁଆଖିଆ ଥାନା ଅଧିନସ୍ଥ ନରସିଂହପୁର ଗ୍ରାମର ରଞ୍ଜନ ସାହୁ ବୋଲି ପୋଲିସ ସୂତ୍ରରୁ ଜଣା ପଡିଛି। ବ୍ରାହ୍ମଣୀ ନଦୀରୁ ବାଲି ଲୋଡ଼ କରି ଏହି ବାଲି ବୋଝେଇ ଗାଡି ବେପରୁଆ ଭାବେ ଯିବା ଦ୍ୱାରା ବରୁଆଁ-ବାଲିଚନ୍ଦ୍ରପୁର ରାସ୍ତାରେ ଗତାଗତ କରୁଥିବା ଲୋକେ ବିପଦର ସମ୍ମୁଖୀନ ହେଉଛନ୍ତି। ଏନେଇ ଗ୍ରାମବାସୀ ଏହି ଗାଡି ଗୁଡିକୁ ଅନେକଥର ଅଟକ ରଖିବା ନଜିର ରହିଛି । ଏ ନେଇ ବିଭାଗୀୟ ମନ୍ତ୍ରୀ,ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନେଉ ନାହାନ୍ତି। ଅନ୍ୟପକ୍ଷରେ ଯାତାୟତ ପାଇଁ ରାସ୍ତା କିମ୍ବା ପରିବେଶ ମଞ୍ଜୁର ନଥିବା ବେଳେ ଦିନରାତି ବାଲି ବୋଝେଇ ଗାଡି ଗୁଡିକ ବିପଦପୂର୍ଣ୍ଣ ଭାବେ ଗାଁ ରାସ୍ତାରେ ଯାତାୟତ କରୁଥିବା ଗ୍ରାମବାସୀ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ନିରବ ଦ୍ରଷ୍ଟା ସାଜିଥିବା ଅଭିଯୋଗ ହୋଇଛି ।

Leave a comment

Your email address will not be published. Required fields are marked *