Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଜିଲ୍ଲା > ଯାଜପୁର > ଚୋରା ବାଲି ଗାଡି ଜବତ,ଡ୍ରାଇଭର ଗିରଫ

ଚୋରା ବାଲି ଗାଡି ଜବତ,ଡ୍ରାଇଭର ଗିରଫ

ଓଡ଼ିଶା ଲିଡ୍ସ(ଯାଜପୁର):ରସୁଲପୁର ତହସିଲ ଅନ୍ତର୍ଗତ ବ୍ରହ୍ମବରଦା ଅଞ୍ଚଳ ଏବେ ବାଲି ମାଫିଆଙ୍କ ଭୂସ୍ୱର୍ଗ ପାଲଟିଛି। ସ୍ପଷ୍ଟ ଦିବାଲୋକରେ ମାଫିଆମାନେ ବିପୁଳ ବାଲି ଲୁଟ କରୁଛନ୍ତି । ବାରମ୍ବାର ଅଭିଯୋଗ ପରେ ଗତକାଲି ବିଳମ୍ବିତ ରାତ୍ରିରେ ବ୍ରହ୍ମବରଦା ପୋଲିସ ପଦକ୍ଷେପ ନେଇଛି । ପୋଲିସ ମାଛ ମାର୍କେଟ ନିକଟରୁ ଏକ ଚୋରା ବାଲି ବୋଝେଇ ହାଇୱା ଗାଡି ଜବତ କରିଛି । ପୋଲିସ ମାମଲା ରୁଜୁ କରିବା ସହିତ ଡ୍ରାଇଭରକୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଡ୍ରାଇଭର ଜଣକ କୁଆଖିଆ ଥାନା ଅଧିନସ୍ଥ ନରସିଂହପୁର ଗ୍ରାମର ରଞ୍ଜନ ସାହୁ ବୋଲି ପୋଲିସ ସୂତ୍ରରୁ ଜଣା ପଡିଛି। ବ୍ରାହ୍ମଣୀ ନଦୀରୁ ବାଲି ଲୋଡ଼ କରି ଏହି ବାଲି ବୋଝେଇ ଗାଡି ବେପରୁଆ ଭାବେ ଯିବା ଦ୍ୱାରା ବରୁଆଁ-ବାଲିଚନ୍ଦ୍ରପୁର ରାସ୍ତାରେ ଗତାଗତ କରୁଥିବା ଲୋକେ ବିପଦର ସମ୍ମୁଖୀନ ହେଉଛନ୍ତି। ଏନେଇ ଗ୍ରାମବାସୀ ଏହି ଗାଡି ଗୁଡିକୁ ଅନେକଥର ଅଟକ ରଖିବା ନଜିର ରହିଛି । ଏ ନେଇ ବିଭାଗୀୟ ମନ୍ତ୍ରୀ,ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନେଉ ନାହାନ୍ତି। ଅନ୍ୟପକ୍ଷରେ ଯାତାୟତ ପାଇଁ ରାସ୍ତା କିମ୍ବା ପରିବେଶ ମଞ୍ଜୁର ନଥିବା ବେଳେ ଦିନରାତି ବାଲି ବୋଝେଇ ଗାଡି ଗୁଡିକ ବିପଦପୂର୍ଣ୍ଣ ଭାବେ ଗାଁ ରାସ୍ତାରେ ଯାତାୟତ କରୁଥିବା ଗ୍ରାମବାସୀ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ନିରବ ଦ୍ରଷ୍ଟା ସାଜିଥିବା ଅଭିଯୋଗ ହୋଇଛି ।

Leave a comment

Your email address will not be published. Required fields are marked *