orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ଛାତ୍ର ମୃତ୍ୟୁକୁ ନେଇ ଘରୋଇ କଲେଜରେ ତୀବ୍ର ଉତ୍ତେଜନା

ଛାତ୍ର ମୃତ୍ୟୁକୁ ନେଇ ଘରୋଇ କଲେଜରେ ତୀବ୍ର ଉତ୍ତେଜନା

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ଛୋଟରାୟପୁର ଅଞ୍ଚଳରେ ଥିବା ଏକ ଘରୋଇ ଆବାସିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ମୃତ୍ୟୁକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । କଲେଜ ହଷ୍ଟେଲ ପରିସରରେ ଥିବା ଏକ ବାଥରୁମ ଭିତରୁ ଜଣେ ଛାତ୍ରଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ମୃତ ଛାତ୍ରଙ୍କ ପରିବାର ପକ୍ଷରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରାଯାଇଛି । ଏ ନେଇ ମୃତ ଛାତ୍ରଙ୍କ ପରିବାର ପକ୍ଷରୁ କଲେଜ କର୍ତ୍ତୃପକ୍ଷଙ୍କ ବିରୋଧରେ ପାଣିକୋଇଲି ଥାନାରେ ଏତଲା ଦିଆଯାଇଛି ।

ଅଭିଯୋଗ ପାଇ ପାଣିକୋଇଲି ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଦାନଗଦି ମେଡ଼ିକାଲକୁ ପଠାଇଛି। ଏହି ଘଟଣା ପରେ ଛାତ୍ର ଓ ଅଭିଭାବକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଶହ ଶହ ସଂଖ୍ୟାରେ ଲୋକ କଲେଜ ନିକଟରେ ପହଞ୍ଚି ଏହାର ପ୍ରତିବାଦ କରିଥିଲା ବେଳେ ଏହାକୁ ନେଇ ପୋଲିସ ନାକେଦମ ହୋଇଥିଲା । ପରିବାର ପକ୍ଷରୁ ତାଙ୍କ ପୁଅକୁ ହତ୍ୟା କରି ଝୁଲାଇ ଦିଆ ଯାଇଥିବା ଅଭିଯୋଗ ହୋଇଛି । ଏଠାରେ ସୂଚନା ଯୋଗ୍ୟ ଜିଲ୍ଲାରେ ଛତୁ ଫୁଟିଲା ପରି ଘରୋଇ +୨ ବିଦ୍ୟାଳୟ ଖୋଲିଥିଲା ବେଳେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ସେଠାରେ ରହି ପାଠ ପଢୁଛନ୍ତି । ପାଠ ପଢା ଠାରୁ ନେଇ ଖାଇବା ପର୍ଯ୍ୟନ୍ତ ବିଭିନ୍ନ ଅଭିଯୋଗ ହେଉଥିଲା ବେଳେ କର୍ତ୍ତୁରପକ୍ଷ ଏହାକୁ ବିଭିନ୍ନ ଉପାୟରେ ଚପାଇ ଦେଉଛନ୍ତି । ଏହି ସବୁ ଘରୋଇ ବିଦ୍ୟାଳୟ ଗୁଡିକ ଉପରେ ପ୍ରଶାସନର କୌଣସି ଅଙ୍କୁଶ ରହୁ ନାହିଁ । କୌଣସି ଘଟଣା ଘଟିଲେ ବିଭିନ୍ନ ଉପାୟରେ ବିଦ୍ୟାଳୟ କର୍ତୁରପକ୍ଷ ଏହାକୁ ଚପାଇ ଦେବାରେ ସକ୍ଷମ ହେଉଛନ୍ତି । ବିଶେଷ କରି ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ଅତ୍ୟନ୍ତ ନିମ୍ନ ମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ ହେଉଛି ।

Leave a comment

Your email address will not be published. Required fields are marked *