orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଜିଲ୍ଲା > ଯାଜପୁର > ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ !

ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ !

ଓଡ଼ିଶା ଲିଡ୍ସ(ଯାଜପୁର): ବିଭିନ୍ନ ସ୍ଥାନରେ ଜବର ଦଖଲ କାରଣରୁ ଗୁରୁତର ଟ୍ରାଫିକ ସମସ୍ୟା ଦେଖା ଦେଉଛି । ଟ୍ରାଫିକ ସମସ୍ୟା କାରଣରୁ ବିଭିନ୍ନ ସମୟରେ ବହୁ ସଂଖ୍ୟାରେ ଗାଡି ରାସ୍ତାରେ ଅଟକି ରହୁଥିଲା ବେଳେ ଦୁର୍ଘଟଣା ମଧ୍ୟ ଘଟୁଛି । ଟ୍ରାଫିକ ସମସ୍ୟା କାରଣରୁ ଗୁରୁତର ରୋଗୀ ନେଇ ମେଡ଼ିକାଲ ଯାଉଥିବା ଆମ୍ବୁଲାନ୍ସ ମଧ୍ୟ ଅଟକି ରହୁଛି । ହେଲେ ଏ ନେଇ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେଇ ଜବର ଦଖଲ ଉଚ୍ଛେଦ କରିବା ବଦଳରେ ନିରବ ରହୁଛି । ଫଳରେ ଦିନକୁ ଦିନ ବିଭିନ୍ନ ଛକ ସ୍ଥାନ ମାନଙ୍କରେ ଜବର ଦଖଲ ବଢି ବଢି ଚାଲିଛି । ଯେଉଁ ସ୍ଥାନକୁ ପ୍ରଶାସନ ବିଗତ ଦିନରେ ଜବର ଦଖଲ ଉଚ୍ଛେଦ କରିଥିଲା ସେହି ସ୍ଥାନ ସବୁ ପୁଣି ଜବର ଦଖଲ ହୋଇ ସାରିଲାଣି । କେବଳ ସେତିକି ନୁହେଁ ରାସ୍ତା ଉପର ପର୍ଯ୍ୟନ୍ତ ଜବର ଦଖଲକାରୀ ମାଡି ଆସିଲେଣି ।

ବରୁଆଁ ଠାରୁ ବରୀ ମାଉଣ୍ଡ ପର୍ଯ୍ୟନ୍ତ ରାସ୍ତାର ବିଭିନ୍ନ ଛକ ସ୍ଥାନ ଜବର ଦଖଲକାରୀ କବଳିତ କରି ରଖିଛନ୍ତି । ବରୁଆଁ, ସୁଜନପୁର, ସହାସପୁର ଶିବାଛକ, ବାଲିଆପାଳ, ସନ୍ଥନ ଛକ ସହିତ ବରୀ ବ୍ଳକର ପ୍ରମୁଖ ଛକ ବରୀ ମାଉଣ୍ଡ ଏବେ ସମ୍ପୂର୍ଣ୍ଣ ଜବର ଦଖଲକାରୀଙ୍କ କବଳରେ ରହୁଛି । ହେଲେ ପ୍ରଶାସନ ଏ ନେଇ କାହିଁକି ପଦକ୍ଷେପ ନେଉ ନାହିଁ ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏହାକୁ ନେଇ କିଛି ବୁଦ୍ଧିଜୀବି କହିଛନ୍ତି ଜବର ଦଖଲକାରୀଙ୍କୁ ପ୍ରଶାସନ ଭୟ କରୁଛି । ନହେଲେ କାହିଁକି ଜବର ଦଖଲ ଉଚ୍ଛେଦ ହେଉନାହିଁ ।

Leave a comment

Your email address will not be published. Required fields are marked *