orissaleads

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

Blog Post

orissaleads > ରାଜ୍ୟ > ଜମ୍ମୁ-କାଶ୍ମୀରରେ ଆତଙ୍କୀ ଆକ୍ରମଣ, ବାଲେଶ୍ବରରୁ ଦୁଇଦିନ ପୂର୍ବରୁ ପରିବାର ସହ ବୁଲିବାକୁ ଯାଇଥିଲେ ପ୍ରଶାନ୍ତ

ଜମ୍ମୁ-କାଶ୍ମୀରରେ ଆତଙ୍କୀ ଆକ୍ରମଣ, ବାଲେଶ୍ବରରୁ ଦୁଇଦିନ ପୂର୍ବରୁ ପରିବାର ସହ ବୁଲିବାକୁ ଯାଇଥିଲେ ପ୍ରଶାନ୍ତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମଙ୍ଗଳବାର ଜମ୍ମୁ-କାଶ୍ମୀରର ପହଲଗାମ ବୁଲିବାକୁ ଯାଇଥିବା ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ବର୍ବରୋଚିତ ଆକ୍ରମଣ କରି ୨୬ ଜଣଙ୍କୁ ମାରି ଦେଇଥିଲା ବେଳେ ୧୧ ଜଣଙ୍କୁ ଗୁରୁତର ଆହତ କରିଛନ୍ତି । ମୃତକଙ୍କ ମଧ୍ୟରେ ରହିଛନ୍ତି ବାଲେଶ୍ବର ଜିଲ୍ଲା ସହର ଉପକଣ୍ଠ ସଦର ଥାନା ସାରଗାଁ ପଞ୍ଚା‌ୟତ ଇଶାଣି ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ। ତାଙ୍କ ବୟସ ୪୧ ବର୍ଷ । ଆକ୍ରମଣରେ ପ୍ରଶାନ୍ତ ମୃତ୍ୟୁ ବରଣ କରିଥିଲା ବେଳେ ତାଙ୍କ ପତ୍ନୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଓ ପୁଅ ତନୁଜ ବର୍ତ୍ତି ଯାଇଛନ୍ତି ।

ପ୍ରଶାନ୍ତ ବାଲେଶ୍ବର ସ୍ଥିତ ସିପେଟରେ ଆକାଉଣ୍ଟାଣ୍ଟ୍‌ ଭାବେ ଚାକିରି କରୁଥିଲେ। ଗତ ରବିବାର ଦିନ ପତ୍ନୀ ପ୍ରିୟଦର୍ଶିନୀ ଓ ପୁଅ ତନୁଜଙ୍କୁ ସାଙ୍ଗରେ ‌ନେଇ ଜମ୍ମୁ କଶ୍ମୀର ବୁଲିବାକୁ ଯାଇଥିଲେ। ଏ ନେଇ ତାଙ୍କ ବଡ଼ଭାଇ ସୁଶାନ୍ତ କୁମାର ଶତପଥୀଙ୍କୁ ଅପରାହ୍ଣ ପ୍ରାୟ ୨ଟା ୩୦ ବେଳେ ଫୋନ୍‌ ଆସିଥିଲା। ଆତଙ୍କୀମା‌ନେ ସେମାନଙ୍କ ଧର୍ମ ପଚାରି ଗୁଳି ମାଡ଼ କରିଥିଲେ। ପ୍ରଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଖବର ପାଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପେହେଲଗାମ ଯାଇ ତାଙ୍କ ପତ୍ନୀ ଓ ପୁଅଙ୍କୁ ଭେଟିଛନ୍ତି ।

Leave a comment

Your email address will not be published. Required fields are marked *